Sign in
Sign in
Recover your password.
A password will be e-mailed to you.
Breaking News
ଦୁଇ ମୋବାଇଲ ଲୁଟେରା ଗିରଫସାଇକେଲ ଚୋରା କୋର୍ଟଚାଲାଣଚାଲିଛି ଚୋରାଚାଲାଣ ପାହାଡ଼ରୁ ଲୁଟ ହେଉଛି ମୋରମପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ୫ଲକ୍ଷ ଟଙ୍କା ଲୁଟପାଞ୍ଚ ବର୍ଷ ପରେ ବି କୋରେଇ ଭବନ ଭୂଇଁରୁ ଉଠୁନିଗ୍ରାମୀୟଜଳ ଯୋଗାଣରୁ ବାହାରୁଛି ଗୋଳିଆ ପାଣିକାହ୍ନୁଚରଣ ବିଦ୍ୟାମନ୍ଦିର ରୂପାନ୍ତରୀକରଣର ଶିଳାନ୍ୟାସପାଣି ପାଇଁ ଲୋକେ ହନ୍ତସନ୍ତରାସ୍ତାଗସ୍ତ ପାଇଁ ଯାତାୟତରେ ଅସୁବିଧାବାଦ ପଡିଛି ପାନୀୟଜଳ ଯୋଗାଣ ବ୍ୟବସ୍ଥା
ଗ୍ରାମୀୟଜଳ ଯୋଗାଣରୁ ବାହାରୁଛି ଗୋଳିଆ ପାଣି
ଅଷ୍ଟିନ ନ୍ୟୁଜ ତା-୧୩-୦୯-୨୦୨୩
ରସୁଲପୁର ବ୍ଲକ ବ୍ରହ୍ମବରଦା ପଞ୍ଚାୟତର୧,୨,୩,୪, ନମ୍ବର ୱାର୍ଡର ଲୋକମାନେ ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରୁ ଶୁଦ୍ଧ ପାଣି ପାରୁନାହାନ୍ତି | ଏହି ପ୍ରକଳ୍ପରୁ ଗୋଳିଆ ପାଣି ବାହାରୁଥିବାରୁ ଲୋକେ ଅଭିଯୋଗ କରିଛନ୍ତି | ଜଳ ହିଁ ଜୀବନ ଲୋକମାନେ ଟିକେ!-->!-->!-->…
କାହ୍ନୁଚରଣ ବିଦ୍ୟାମନ୍ଦିର ରୂପାନ୍ତରୀକରଣର ଶିଳାନ୍ୟାସ
ଅଷ୍ଟିନ ନ୍ୟୁଜ/ଯାଜପୁର ତା-୧୧-୦୯-୨୦୨୩
କୋରେଇ ବ୍ଲକ ଅନ୍ତର୍ଗତ ବେଗନାଠାରେ ଥିବା କାହ୍ନୁଚରଣ ବିଦ୍ୟାମନ୍ଦିର ରୂପାନ୍ତରୀକରଣ କାର୍ଯ୍ୟ ପାଇଁ ଆଜି ଶିଳାନ୍ୟାସ କରାଯାଇଛି | କୋରେଇ ବିଧାୟକ ଅଶୋକ କୁମାର ବଳ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟର ଶିଳାନ୍ୟାସ କରିଥିଲେ |!-->!-->!-->…
ପାଣି ପାଇଁ ଲୋକେ ହନ୍ତସନ୍ତ
ଅଷ୍ଟିନ ନ୍ୟୁଜ ତା-୧୧-୦୯-୨୦୨୩
ବଡ଼ଚଣା ବ୍ଲକ ମଝିପଡା ପଞ୍ଚାୟତ ବନମାଳିପୁର ଗ୍ରାମରେ ଥିବା ୪ଟି ସୌର ପାନୀୟଜଳ ପ୍ରକଳ୍ପ ବର୍ଷେ ହେଲା ଅଚଳ ହୋଇପଡିଛି | ପିଇବା ପାଣି ପାଇଁ ଗ୍ରାମବାସୀ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି | ୯ଟି ୱାର୍ଡକୁ ନେଇ ଗଠିତ ବନମାଳିପୁର!-->!-->!-->…
ରାସ୍ତାଗସ୍ତ ପାଇଁ ଯାତାୟତରେ ଅସୁବିଧା
ଅଷ୍ଟିନ ନ୍ୟୁଜ ତା-୦୯-୦୯-୨୦୨୩
ଗସ୍ତ ପାଇଁ ରାତିଦିନ ଏକ କରି ଦେଇଥିଲା ପ୍ରଶାସନ | ଯାଜପୁର ସହରର ସବୁ ରାସ୍ତାକୁ ମରାମତି କରାଯାଇଥିଲା | ସହର ମୁଖ୍ୟ ରାସ୍ତା ପିଚୁ ଧସିଯାଇଥିବା ଦେଖିବାକୁ ମିଳିଛି | ସେଠାରେ ଏତେବଡ ଗର୍ତ୍ତ ହୋଇଛି ଯେ କେହି ଲୋକ ଗଳିପଡିବାର ଆଶଙ୍କା ରହିଛି |!-->!-->!-->…
ବାଦ ପଡିଛି ପାନୀୟଜଳ ଯୋଗାଣ ବ୍ୟବସ୍ଥା
ଅଷ୍ଟିନ ନ୍ୟୁଜ ତା-୦୯-୦୯-୨୦୨୩
ଦାନଗଦି ବ୍ଲକ ଗୋବର୍ଦ୍ଧନପୁର ପଞ୍ଚାୟତ ମାନପୁର ପୁରୁଣାସାହି ପାନୀୟଜଳ ଯୋଗାଣ ବ୍ୟବସ୍ଥା ବାଦ ପଡିଛି | ଫଟାପାଇପ,ଭଲଭ ଓ ଟ୍ୟାପ ଖରାପ କାରଣରୁ ପଞ୍ଚାୟତର ଅନେକ ଜାଗାକୁ ପାଣି ପହଞ୍ଚୁନଥିବା ଅଭିଯୋଗ ହୋଇଛି | ୨୦୧୯ରେ ବସିଧା ଯୋଜନାରେ!-->!-->!-->…
ଭାଙ୍ଗିରୁଜି ଗଲାଣି ଗାଁ ରାସ୍ତା
ଅଷ୍ଟିନ ନ୍ୟୁଜ ତା-୦୯-୦୯-୨୦୨୩
ଧର୍ମଶାଳା ବ୍ଲକ ଜାରକା ପଞ୍ଚାୟତ ଡୁବାଗାଡ଼ିଆ ଗାଁ ରାସ୍ତା ଭାଙ୍ଗିରୁଜି ଗଲାଣି | ବହୁବର୍ଷ ହେଲା ଲୋକମାନେ ଏହି ରାସ୍ତାରେ ଯାତାୟାତ କରୁଛନ୍ତି | ପାଇପ ପାଣି ଯୋଗାଇ ଦେବା କହି ରାସ୍ତାକୁ ଖୋଳିତାଡି ଦେଇଛନ୍ତି | ପାଇପ ବିଛାଇ ସାରିବା ପରେ!-->!-->!-->…
ଲୋକ ହେଲେ ହନ୍ତସନ୍ତ ପର ଘରେ ଆଶ୍ରୟ
ଅଷ୍ଟିନ ନ୍ୟୁଜ ତା-୦୭-୦୯-୨୦୨୩
ଲଗାଣ ବର୍ଷା ଯୋଗୁଁ ଘର ଭାଙ୍ଗିଯିବାରୁ ସୁକିନ୍ଦା ତହସିଲ କାଙ୍କଡ଼ପାଳ ରାଜସ୍ୱ ସର୍କଲ ଗନ୍ଧାପାଳ ମୌଜାର ଦାଦନ ଶ୍ରମିକ ରମେଶ ବାରିକଙ୍କ ପରିବାର ଏବେ ତାଙ୍କ ବଡଭାଇଙ୍କ ଘରେ ଆଶ୍ରୟ ନେଇଛନ୍ତି | ଛଣଛପର ନଷ୍ଟ ହେବ ପରେ ଗତକାଲି ରାତି ଘରର କାନ୍ଥ!-->!-->!-->…
ଜାତୀୟ ରାଜପଥରେ ଆଉ ଏକ ଦୁର୍ଘଟଣା
ଅଷ୍ଟିନ ନ୍ୟୁଜ ତା-୦୭-୦୯-୨୦୨୩
ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ଅଟକିଥିବା ଟ୍ରକ ପଛରେ ଏକ କାର ପିଟି ହେବାରୁ ୪ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି | ସେମାନଙ୍କ ମଧ୍ୟରୁ ପଶ୍ଚିମବଙ୍ଗ ନଦିଆ ଜିଲ୍ଲା କଲ୍ୟାଣୀ ନଗରର ଟିକନ ଶାହାଙ୍କ ଅବସ୍ଥା!-->!-->!-->…
ବଢିଚାଲିଛି ବେଆଇନ ପଲିଥିନ ବ୍ୟବହାର
ଅଷ୍ଟିନ ନ୍ୟୁଜ ତା-୦୭-୦୯-୨୦୨୩
ପଲିଥିନ ବ୍ୟବହାର ବିରୋଧରେ କଡାକଡି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦେଶ ଦେଇଥିଲେ | ୨୦୧୮ ମସିହାରେ ଅକ୍ଟୋବର ୨ରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀରେ ରାଜ୍ୟର ୬ଟି ସହର-ଭୁବନେଶ୍ୱର,କଟକ,ପୁରୀ,ରାଉରକେଲା,ଓ!-->!-->!-->…
ନଳକୂଅରୁ ବାହାରୁଛି ଲୌହଯୁକ୍ତ ପାଣି
ଅଷ୍ଟିନ ନ୍ୟୁଜ ତା-୦୬-୦୯-୨୦୧୩
ରସୁଲପୁର ବ୍ଲକ ମଙ୍ଗରାଜପୁର ପଞ୍ଚାୟତର ବାଲିଗୁଡା ଓ ଦେଉଳି ଗ୍ରାମରେ ଲୋକମାନେ ପାନୀୟ ଜଳ ପାଇଁ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି | ପାନୀୟ ଜଳ ପ୍ରକଳ୍ପ ବିପର୍ଯ୍ୟସ୍ତ ଅବସ୍ଥାରେ ପଡି ରହିଛି | ଲୋକମାନେ ବ୍ୟକ୍ତିଗତ ଭାବେ ନଳକୂଅ!-->!-->!-->…