ଆସନ୍ତା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବନ୍ଦ
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୬-୦୫-୨୦୨୧
ଦେଶ ତଥା ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ଜୁନ ୧୫ ତାରିଖ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଭକ୍ତଙ୍କୁ ଦର୍ଶନ ବନ୍ଦ ରଖାଯାଇଛି । ଆଜି ଶ୍ରୀମନ୍ଦୀର ପରିଚାଳନା କମିଟିର ବୈଠକରେ ଏ ନେଇ ନିଷ୍ପତି ହୋଇଛି । ଏହା!-->!-->!-->!-->!-->…
