ସୁପ୍ରିମକୋର୍ଟର ୧୦ ଜଣ ବିଚାରପତି କରୋନା ଆକ୍ରାନ୍ତ
ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର
ତା-୧୫-୦୫-୨୦୨୧
କରୋନା ସଂକ୍ରମଣ ମଧ୍ୟରେ ବି ଦେଶର ନ୍ୟାୟପାଳିକା କାର୍ଯ୍ୟ ଜାରି ରହିଛି । ସେପଟେ ସ୍ଥିତି ଚିନ୍ତାଜନକ ରହିଥିବା ଦେଶର ପ୍ରଧାନ ବିଚାରପତି ଏନ ଭି ରମନ୍ନା ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ ଗତ ବର୍ଷ ଏପ୍ରିଲ ଠାରୁ ଏଯାଏଁ!-->!-->!-->!-->!-->…
