ପ୍ରଦୀପଙ୍କ ଜନ ବିରୋଧୀ କାର୍ଯ୍ୟର ହିସାବ ଦେଲା ବିଜେଡି
ଭୁବନେଶ୍ବର:
ତା-୧-୧୨-୨୦୨୦
ଗୋପାଳପୁର ବିିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜୁ ଜନତା ଦଳରୁ ବହିଷ୍କାର କରାଯିବା ପରେ ରାଜନୈତିକ ବୟାନ ବାଜି ଜାରି ରହିଛି। ଦଳରୁ ବହିଷ୍କାର କରାଯିବା ପରେ ପ୍ରଦୀପ ପାଣିଗ୍ରାହୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ, ଜନବିରୋଧୀ କାର୍ଯ୍ୟର!-->!-->!-->!-->!-->…
