News portal website
before header

ଚଳନ୍ତା ଟ୍ରେନ୍ ରେ ଛୁରା ମାଡ଼ ଜଣେ ମୃତ

ଚେନ୍ନାଇ-ହାଓଡା ଚଳନ୍ତା ଟ୍ରେନ୍‌ରେ ଗଂଜାମ ରେଳଷ୍ଟେସନ ନିକଟରେ ପଶ୍ଚିମବଙ୍ଗର ଜଣେ ଯୁବକଙ୍କୁ ଛୁରାମାଡ଼ । କୌଣସି କାରଣକୁ ନେଇ ୨ ଯାତ୍ରାଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହା ପରେ ଜଣେ ଯାତ୍ରୀଙ୍କ ଛୁରା ମାଡ଼ରେ ଅନ୍ୟ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ମୃତକ ପଶ୍ଚିମବଙ୍ଗର ବାହାଦୁରପୁର…

ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟୟବରାଦ : ମନ୍ତ୍ରୀ

ରାଜ୍ୟରେ ସ୍କୁଲ ଭିତ୍ତିଭୂମିର ବିକାଶ ଓ ଉନ୍ନତିକରଣ ପାଇଁ ବର୍ତ୍ତମାନ ସୁଦ୍ଧା ୩,୧୨,୪୮୨ ସ୍କୁଲରେ ଭିତ୍ତିଭୂମି ନିମନ୍ତେ ୬,୨୬୭,୩୮ ଲକ୍ଷ ୫୭ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଆଜି ଏ ସମ୍ପର୍କରେ ବିଧାନସଭାରେ ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାଶ। ସେ…

୭ଜିଲ୍ଲାକୁ ଅରେଞ୍ଜ ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଜୁଲାଇ ୧୬ ତାରିଖ, ଶନିବାର…

ପ୍ରକାଶ ପାଇଲା ମଦ୍ରାସା ବୋର୍ଡ ପରୀକ୍ଷା ଫଳ

ପ୍ରକାଶ ପାଇଲା ମଦ୍ରାସା ବୋର୍ଡ ପରୀକ୍ଷା ଫଳ ।ଚଳିତ ବର୍ଷ ସର୍ବମୋଟ ପାସ୍‌ ହାର ୯୨.୪୭ ପ୍ରତିଶତ ।  (ଏଚ୍‌ଏସ୍‌ସି)ରେ ୨୯୩ ଜଣ ବିଦ୍ୟାର୍ଥୀ ପରୀକ୍ଷା ଦେଇଥିବାବେଳେ ୨୩୯ ଜଣ କୃତକାର୍ଯ୍ୟ ହୋଇଛନ୍ତି । ମାହିର (ଯୁକ୍ତ-୨)ରେ ୨୫୮ ଜଣଙ୍କ ମଧ୍ୟରୁ ୨୩୩ ଜଣ, ଆଲିମ୍‌ ପି୍ର-ଡିଗ୍ରୀ…

ଆକ୍ସନ ନେବେ ବଡଚଣା ସିଡିପିଓ;ପୋକ ସାଲୁବାଲୁ ଖାଦ୍ୟ ବଣ୍ଟନ!

ଅଷ୍ଟିନ୍ ନ୍ଯୁଜ/ଯାଜପୁର ତା-୧୫-୦୭-୨୦୨୨ ଯାଜପୁର ଜିଲ୍ଲା ବଡଚଣା ବ୍ଲକ ଅନ୍ତର୍ଗତ କାଇମାଟିଆ ପଞ୍ଚାୟତର କାଇମାଟିଆ ଅଙ୍ଗନୱାଡି କେନ୍ଦ୍ରରେ ପ୍ରାୟ ୩୦ରୁ ଉର୍ଦ୍ଧ୍ବ କୁନି କୁନି ପିଲା ମାନଙ୍କୁ ପଚା ଅଣ୍ଡା ଓ ଅତି ନିମ୍ନ ମାନର ବାଦାମ ଲଡୁ ଓ ଅନ୍ୟାନ୍ୟ ସାମଗ୍ରୀ ଦିଆ ଯାଉଥିବା…

ଜୁଲାଇ ୧୫ରୁ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ

ଜୁଲାଇ ମାସ ୧୫ ତାରିଖରୁ ଆରମ୍ଭ ହେବ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ।  ଚଳିତ ବର୍ଷ ନବୀକରଣ ପଦ୍ଧତି ଉଚ୍ଛେଦ କରାଯାଇଥିବା ଯୋଗୁଁ ନୂତନ ପଞ୍ଜିକରଣ ଆବଶ୍ୟକ । ୧୬ ଅଗଷ୍ଟ ସୁଦ୍ଧା ଫର୍ମ ପୂରଣ କରି ସମିତି କାର୍ଯ୍ୟାଳୟରେ ଚାଷୀ ମାନେ ଆବେଦନ କରିପାରିବେ । foododisha.inରେ ଫର୍ମ…

ପାରିବାରିକ କଳହରୁ ଆତ୍ମହତ୍ୟା ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ପାରିବାରିକ କଳହରୁ ଆତ୍ମହତ୍ୟା ଉଦ୍ୟମ କଲେ ଦମ୍ପତି। ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର ସ୍ଥିତ ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ। ଗୁରୁତର ଅବସ୍ଥାରେ ସ୍ୱାମୀଙ୍କୁ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଲଷ୍ମୀସାଗର ଥାନା ସିଦ୍ଧିବିନାୟକ…

ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା (NIRF)ରେ ନାହିଁ ଓଡ଼ିଶାର କୌଣସି କଲେଜ

ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା (NIRF)ରେ ନାହିଁ ଓଡ଼ିଶାର କୌଣସି କଲେଜ। ଓଡ଼ିଶାର କୌଣସି କଲେଜ ଶ୍ରେଷ୍ଠ ୧୦୦ ମଧ୍ୟରେ ନାହିଁ। ଇଞ୍ଜିନିୟରିଂରେ NITକୁ ୧୫, ସୋଆକୁ ୨୭, IIT ଭୁବନେଶ୍ୱରକୁ ୩୬ ରାଙ୍କ ଇଂଜିନିୟରିଂରେ କିଟ୍‌କୁ ୪୨ ଓ ସିଭି ରମଣକୁ ୯୮ତମ ସ୍ଥାନ ମିଳିଛି ।

କ୍ରାଇମବ୍ରାଞ୍ଚ କବଜାରେ ଫେକ୍ ଲୋନ ଆପ ନିର୍ଦ୍ଦେଶକ

କ୍ରାଇମବ୍ରାଞ୍ଚ EOW କବଜାରେ ଫେକ୍ ଲୋନ ଆପ ନିର୍ଦ୍ଦେଶକ । ଲୋନ ଆପ ନିର୍ଦ୍ଦେଶକକୁ ଦିଲ୍ଲୀରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଲୋକଙ୍କୁ ଅନଲାଇନରେ ଇନଷ୍ଟାଣ୍ଟ୍‌ ଲୋନ ଦେବାକୁ କହି ଠକୁଥିଲେ । ଦେଶର ୫୦ହଜାର ଲୋକଙ୍କୁ ଠକିଥିବା ସୂଚନା ।ଗିରଫ ଅଭିଯୁକ୍ତର ଚାଇନା ପର୍ଯ୍ୟନ୍ତ ଲିଙ୍କ ଥିବା…

ରାଜଧାନୀ ଭୁବନେଶ୍ୱରରେ ହେବ ସାଇନ୍ସ ସିଟି

ରାଜଧାନୀ ଭୁବନେଶ୍ୱରରେ ହେବ ସାଇନ୍ସ ସିଟି। କୋଲକାତା ସାଇନ୍ସ ସିଟି ଭଳି ଭୁବନେଶ୍ୱରରେ ମଧ୍ୟ ସାଇନ୍ସ ସିଟି ହେବ। ଆଜି ଏ ନେଇ ବିଧାନସଭାରେ ବିଜ୍ଞାନ ଓ କାରିଗରୀ କୌଶଳ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ୩୦ ଏକର ଜମି ଯୋଗାଇ ଦେଇଛନ୍ତି। ସେହିପରି ପୁରୀରେ…