ନୀରବିଗଲେ ସ୍ୱର ସାମ୍ରାଜ୍ଞୀ;ଲତା ମଙ୍ଗେସକର!
୨୯ଦିନ ହେଲା ଭେଣ୍ଟିଲେଟରରେ ଥିଲେ ଲତା ମଙ୍ଗେସକର । ମୁମ୍ବାଇ ବ୍ରିଚ୍ କାଣ୍ଡି ହସ୍ପିଟାଲ ସାମ୍ନାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । କରୋନାରେ ସଂକ୍ରମିତ ହେବା ପରେ ଗତ ଜାନୁଆରୀ ୮ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତି କରାଯାଇଥିଲା । ସେ କୋଭିଡ୍ ୧୯ ଏବଂ ନିମୋନିଆ ରୋଗରୁ!-->…
