ତିନି ହଜାର ତଳକୁ ଖସିଲା ସଂକ୍ରମଣ!!
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୫-୦୬-୨୦୨୧
ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି ପଜିଟିଭ୍ ସଂଖ୍ୟା । ଦୈନିକ ସଂକ୍ରମଣରେ ଲଗାତାର ହ୍ରାସ ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୯୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮!-->!-->!-->!-->!-->…
