ଚଳିତ ବର୍ଷ ୩୦% ହ୍ରାସ ହେବ ନବମ ଓ ଦଶମ ଶ୍ରେଣୀର ସିଲାବସ୍ : ପ୍ରତିକ୍ରିୟା ଦେଲେ ଗଣଶିକ୍ଷା ମନ୍ତ୍ରୀ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୨୩-୦୬-୨୦୨୧
ସିଲାବସ୍ ହ୍ରାସ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମନ୍ତ୍ରୀ କହିଛନ୍ତି ଚଳିତ ବର୍ଷ ନବମ ଓ ଦଶମ ଶ୍ରେଣୀର ସିଲାବସ୍ ୩୦% ହ୍ରାସ କରାଯିବ । ହେଲେ ସ୍କୁଲ ଖୋଲିବା ନେଇ ଏଯାଏଁ!-->!-->!-->!-->!-->…
