ବାତ୍ୟା ୟାସ ର କ୍ଷତିଗ୍ରସ୍ତଙ୍କ ପାଇଁ ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର
ତା-୧୦-୦୬-୨୦୨୧
ବାତ୍ୟା ୟାସ କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା ସବସିଡି ମିଳିବ। ସେହିପରି ଜଳସେଚିତ ଜମି ପାଇଁ ହେକ୍ଟରକୁ ୧୩, ୫୦୦ ଟଙ୍କା ମିଳିବ।!-->!-->!-->!-->!-->…
