News portal website
before header
Browsing Category

ରାଜନୀତି

ବିଜେଡି ଛାଡିଲେ;ପୂର୍ବତନ ବିଧାୟକ!

ଭୁବନେଶ୍ବର ୬-୧୧-୨୦୨୦ ବାଲେଶ୍ଵରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ଆଜି ଦଳର ପ୍ରାଥମିକ ସଦସ୍ୟତା ଇସ୍ତଫା ଦେଇଛନ୍ତି । ନଭେମ୍ବର ୩ରେ ବାଲେଶ୍ୱର ସଦର ବିଧାନସଭା ଆସନ ପାଇଁ ଅନୁଷ୍ଠିତ ଉପ ନିର୍ବାଚନରେ ସେ ଦଳ ବିରୋଧୀ କାର୍ଯ୍ୟ କରିଥିବା ଅଭିଯୋଗରେ ଗତକାଲି ଦଳରୁ…

ସରିଲା ଉପନିର୍ବାଚନ;”ଇଭିଏମ”ରେ ସିଲ ପ୍ରାର୍ଥୀଙ୍କ ଭାଗ୍ୟ!

ଭୁବନେଶ୍ବର ତା-୦୩-୧୧-୨୦୨୦ ରାଜ୍ଯର ଦୁଇ ଦୁଇଟି ନିର୍ବାଚନ ମଣ୍ଡଳୀରେ ଶେଷ ହେଲା ଉପନିର୍ବାଚନ।ବାଦ ବିବାଦ, ରାଜନୈତିକ କାଦୁଅ ଫିଙ୍ଗାଫିଙ୍ଗି ମଧ୍ଯରେ ପ୍ରଚାର ସରିଥିବା ବେଳେ ଆଜି ଭୋଟ ଗ୍ରହଣ ସରିଯାଇଛି। ଏ ନେଇ ନିର୍ବାଚନ କମିସନର ସୂଚନା ଦେଇଛନ୍ତି। ତେବେ ବାଲେଶ୍ୱରର…

ପଞ୍ଚଭୂତରେ ଲୀନ ହେଲେ, ମହାରଥୀ।

ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ । ଭୁବନେଶ୍ୱର ତା-୦୪-୧୦-୨୦୧୨ ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା।ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ…

କାହାକୁ ନିର୍ବାଚିତ କରିବେ, ବାଲେଶ୍ୱର ସଦର, ଜନତା?

ବାଲେଶ୍ବର ୨୦/୯/୨଼୦୨୦   ବାଲେଶ୍ବର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ହୋଇପାରନ୍ତି ଓଡିଆ ସିନେଷ୍ଟାର ଅରିନ୍ଦମ୍ ରାୟ । ଏନେଇ  ଚର୍ଚ୍ଚା ଜୋର ଧରିଛି । ବାଲେଶ୍ବର ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ  ସାଂସଦ ରବିନ୍ଦ୍ର ଜେନାଙ୍କ ସମ୍ପର୍କୀୟ ହେଉଛନ୍ତି ଅରିନ୍ଦମ୍ । ଏହା…

ଆସନ୍ତାକାଲି ସନ୍ଧ୍ଯାରେ ଗୋଟିଏ ମିନିଟ!

ଭୁବନେଶ୍ୱର ତା-୦୪-୦୮-୨୦୨୦ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ନିବେଦନ! ମାନବ ଜାତି ତାର ଇତିହାସର ସବୁଠାରୁ କଷ୍ଟକର ପରିସ୍ଥିତି ମଧ୍ୟ ଦେଇ ବର୍ତ୍ତମାନ ଗତି କରୁଛି। କୋଭିଡ ମହାମାରୀ ଆଜି ସାରା ମାନବ ଜାତି ପାଇଁ ଏକ…