News portal website
before header
Browsing Category

ରାଜନୀତି

ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୨୩ରୁ ୨୬ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ। ୨୫ରେ ନବ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ…

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବ ପାଳିଲେ ବିଜେଡି ଓ ବିଜେପି

ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିପୁଳ ଭୋଟ୍ ରେ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ମୁର୍ମୁଙ୍କ ବିଜୟ ଖୁସିରେ ଓଡ଼ିଶାରେ ଉଭୟ ବିଜୁ ଜନତା ଦଳ ଓ ଭାରତୀୟ ଜନତା ପାର୍ଟି ପକ୍ଷରୁ ବିଜୟ ଉତ୍ସବ ପାଳନ କରାଯାଇଛି। ପାରମ୍ପରିକ ନୃତ୍ୟ, ବାଜା-ବାଣ ଓ ମିଠା…

ନୁପୂର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି

ନିଲମ୍ବିତ ବିଜେପି ନେତ୍ରୀ ନୁପୂର ଶର୍ମାଙ୍କୁ ସୁପ୍ରିମକୋର୍ଟରୁ ବଡ ଆଶ୍ବସ୍ତି। ତେବେ ସୁପ୍ରିମ କୋର୍ଟରେ ସେ ପେଗାମ୍ବର ମହମ୍ମଦଙ୍କ ଉପରେ ମନ୍ତବ୍ୟ ଦେଇଥିବା ଏଫଆଇଆର ସମ୍ପର୍କରେ ଅପିଲ କରିଥିଲେ। ଆଜି ସୁପ୍ରିମକୋର୍ଟରେ ତାଙ୍କ ଆବେଦନର ଶୁଣାଣି ହୋଇଥିଲା। ତାଙ୍କୁ ଏବେ ସୁପ୍ରିମ କୋର୍ଟରୁ…

୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ

ଆସନ୍ତା ୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ। ଘେରାଉ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେହିପରି ୨୨ରେ ସବୁ ଜିଲ୍ଲା ମୁଖ୍ୟାଳୟରେ ପ୍ରତିକାତ୍ମକ ପ୍ରତିବାଦ କରିବ କଂଗ୍ରେସ।  ସୋନିଆ ଗାନ୍ଧିଙ୍କୁ EDର ଦ୍ୱିତୀୟ ସମନର ପ୍ରତିବାଦ କରିବ କଂଗ୍ରେସ ।

“କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଁ ପ୍ରସ୍ତୁତ ” – ବିଧାୟକ ବିଜୟ ଶଙ୍କର ଦାସ

ଗତ କିଛିଦିନ ଧରି ବିବାଦ ଘେରରେ ଥିବା ବିଜେଡି ବିଧାୟକ ବିଜୟ ଶଙ୍କର ଦାସ ଏବେ ମୁହଁ ଖୋଲିଛନ୍ତି। ତାଙ୍କ ବିରୁଦ୍ଧରେ ଆସିଥିବା ଅଭିଯୋଗ ଗୁଡିକୁ ସେ ଭିତ୍ତିହୀନ ବୋଲି କହିଛନ୍ତି। ଏତଦ୍ ବ୍ୟତୀତ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ସେ ପ୍ରସ୍ତୁତ ବୋଲି କହିଛନ୍ତି । ସେ କହିଛନ୍ତି ଯେ ତାଙ୍କନାଁରେ…

ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇଥିବାରୁ ମୋକିମଙ୍କୁ ପ୍ରଶଂସାରେ ପୋତିଲେ ଧର୍ମେନ୍ଦ୍ର

ରାଷ୍ଟ୍ରପତି ନିର୍ବାଚନରେ ଦଳୀୟ ନିଷ୍ପତ୍ତିରୁ ବାହାରକୁ ଯାଇ ବିଜେପି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍। ମୋକିମ ନିଜେ ମିଡିଆ ଆଗରେ ଏହି କଥା ସ୍ୱୀକାର କରିଛନ୍ତି। ଏହାକୁ ନେଇ ଓଡିଶା କଂଗ୍ରେସରେ…

ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କଲେ ଧନଖଡ଼

ପିଏମ୍ ମୋଦୀଙ୍କ ଉପସ୍ଥିତିରେ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ‘ଏନ୍‌ଡିଏ’ ପ୍ରାର୍ଥୀ ଜଗଦୀପ ଧନଖଡ଼ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ, ‘ବିଜେପି’…

ଦ୍ରୌପଦୀଙ୍କୁ ଭୋଟ ଦେଲେ ମୋକିମ୍‌ ତାରା କହିଲେ ଦଳୀୟ ନିର୍ଦ୍ଦେଶ ମାନିନଥିଲେ କାର୍ଯ୍ୟାନୁଷ୍ଠାନ

କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ୍ ଦେବା ଏବେ ରାଜନୈତିକ ଚର୍ଚ୍ଚାର ବିଷୟ ପାଲଟିଛି। ଏ ଉପରେ ପ୍ରତିକ୍ରିୟା ରଖି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି , " ଯଶବନ୍ତ ସିନ୍ନାଙ୍କୁ ଭୋଟ ଦେବା ପାଇଁ ହାଇକମାଣ୍ଡଙ୍କ…

NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌

ରାଷ୍ଟ୍ରପତି ନିର୍ବାଚନରେ NDA ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେଲେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ । ଦଳ ନିଷ୍ପତ୍ତି ବାହାରକୁ ଯାଇ ଦ୍ରୌପଦୀଙ୍କୁ ଭୋଟ ଦେଇଛନ୍ତି ମୋକିମ୍‌ । ସେ କହିଛନ୍ତି ଯେ, " ଓଡ଼ିଆ ଭାବାବେଗ ଓ ଓଡ଼ିଆ ଝିଅକୁ ସମ୍ମାନ ଦେଇ ଭୋଟ ଦେଇଛି। "ନିଜ ବିବେକ…

ରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭୋଟ୍ ଦେଇଛନ୍ତି। ତେବେ ଏଠାରେ…