Sign in
Sign in
Recover your password.
A password will be e-mailed to you.
Breaking News
ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!ବଦଳିଲେ ଯାଜପୁର ଜିଲ୍ଲାପାଳ!
Browsing Category
ରାଜନୀତି
ମଧ୍ୟପ୍ରଦେଶ ମ୍ୟୁନିସିପାଲିଟି ନିର୍ବାଚନରେ ବିଜେପି ଆଗୁଆ ମେୟର ପଦ ଜିତି ଡେବ୍ୟୁ କଲା ଆପ୍
ମଧ୍ୟପ୍ରଦେଶ ସହରାଞ୍ଚଳ ସଂସ୍ଥା ନିର୍ବାଚନ ଫଳାଫଳ ଧୀରେ ଧୀରେ ସାମ୍ନାକୁ ଆସୁଛି। ପ୍ରଥମ ପର୍ଯ୍ୟାୟରେ ୧୧ ଟି ମ୍ୟୁନିସିପାଲିଟି କର୍ପୋରେସନ୍ ମଧ୍ୟରୁ ବିଜେପି ୭, କଂଗ୍ରେସ ୩ ଓ ଆମ୍ ଆଦମୀ ପାର୍ଟି ଜିତିଛି। ତେବେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ଯେ ଦିଲ୍ଲୀ ଓ ପଞ୍ଜାବରେ କ୍ଷମତା!-->…
ଅଳିଆ ଗାଡ଼ିରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବାରୁ ଚାକିରୀରୁ ବିଦା ହେଲେ ସଫେଇ କର୍ମଚାରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡ଼ିରେ ନେବା କାରଣରୁ ଚାଲିଗଲା ଚାକିରୀ। ଜଣେ ସଫେଇ କର୍ମଚାରୀ ଏହି ଦୁଇ ନେତାଙ୍କ ଫଟୋକୁ ଅଳିଆ ଗାଡ଼ିରେ ଭର୍ତ୍ତି କରି ନେଉଥିଲେ। ଏହି ସମୟରେ ରାଜସ୍ଥାନର ଅଲୱାରରୁ ଆସିଥିବା କିଛି ଲୋକ ତାଙ୍କୁ!-->…
ଆଜି ରାଷ୍ଟ୍ରପତି ନିର୍ବାଚନ
ଆଜି ରାଷ୍ଟ୍ରପତି ନିର୍ବାଚନ । ଭାରତର ୧୬ତମ ରାଷ୍ଟ୍ରପତି ପାଇଁ ଆଜି ହେବାକୁ ଯାଉଛି ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଓଡ଼ିଶା ବିଧାନସଭା ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠକୁ ବୁଥ୍ କେନ୍ଦ୍ର କରାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା!-->…
NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡ଼ି
NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜୁ ଜନତା ଦଳ। ସୂଚନାଯୋଗ୍ୟ ଯେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ୍ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉପରାଷ୍ଟ୍ରପତି!-->…
ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା
ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା। ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲଭା । ତେବେ ଏଠାରେ ସୂଚନାଯୋଗ୍ୟ ଯେ ମାର୍ଗାରେଟ ଆଲଭା ଗୋଆ, ଗୁଜୁରାଟ, ରାଜସ୍ଥାନ ଏବଂ!-->…
ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ୱୀ – ‘ଆମେ ରାଷ୍ଟପ୍ରତି ଭବନରେ ମୂର୍ତ୍ତି ଚାହୁଁନୁ’
ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏବେ ମାହୋଲ ସରଗରମ । ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଏକ ପ୍ରକାର ସୁନିଶ୍ଚିତ । ଏହାରି ଭିତରେ ଆର୍ଜେଡି ନେତା ତେଜସ୍ୱୀ ଯାଦବ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ୍ କରିଛନ୍ତି। ସେ ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କରି କହିଛନ୍ତି,!-->…
ଜଗଦୀପ ଧନକଡ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ
ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନ୍ଡିଏ। ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକଡଙ୍କୁ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଘୋଷଣା କରିଛନ୍ତି।!-->…
ରାଷ୍ଟ୍ରପତି ନିର୍ବାଚନରେ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ ଦେବ ଆମ୍ ଆଦମୀ ପାର୍ଟି
ରାଷ୍ଟ୍ରପତି ନିର୍ବାଚନରେ ଯଶବନ୍ତ ସିହ୍ନାଙ୍କୁ ସମର୍ଥନ ଦେବ ଆମ୍ ଆଦମୀ ପାର୍ଟି । ଏ ସମ୍ପର୍କରେ ସୂଚନା ଦେଇଛନ୍ତି AAP ସାଂସଦ ସଞ୍ଜୟ ସିଂ । ସେ କହିଛନ୍ତି ଯେ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ AAP ଯଶୱନ୍ତ ସିହ୍ନାଙ୍କୁ ସମର୍ଥନ କରିବ। ଆମେ ଦ୍ରୌପଦୀ ମୁର୍ମୁଙ୍କୁ ସମ୍ମାନ କରୁ କିନ୍ତୁ!-->…
ବିଜେଡି ବିଧାୟକଙ୍କ ନାଁରେ ଫେକ୍ ଆଇଡି
ବିଜୁ ଜନତା ଦଳର ବିଧାୟକଙ୍କ ନାଁରେ ଫେକ୍ ଆଇଡି । ଫେକ୍ ଆଇଡି କରି ସାଇବର ଠକ ଅର୍ଥ ଲୁଟ୍ କରିଥିବା ଅଭିଯୋଗ ହୋଇଛି । ଖୋଦ୍ ବିଧାୟକ ଆଜି ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗକୁ ଉଠାଇଛନ୍ତି। ପରଜଙ୍ଗ ବିଧାୟକ ନୃସିଂହ ଚରଣ ସାହୁ କହିଛନ୍ତି ଯେ, ଘଟଣାକୁ ତିନି ଦିନ ବିତିଯାଇଥିଲେ ବି ଦୋଷୀ!-->…
ଯଶୱନ୍ତ ସିହ୍ନାଙ୍କୁ ଯିବ ରାଜ୍ୟ କଂଗ୍ରେସ ଭୋଟ ସୂଚନା ଦେଲେ ପିସିସି ସଭାପତି
ୟୁପିଏ ରାଷ୍ଟ୍ରପତି ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଭୋଟ ଦେବେ କଂଗ୍ରେସ ବିଧାୟକ। ଦିଲ୍ଲୀରେ ଫେରିବା ପରେ କଂଗ୍ରେସ ବିଧାୟକ ମାନଙ୍କୁ ଭେଟିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେ ବିଧାୟକ ମାନଙ୍କୁ ହାଇକମାଣ୍ଡଙ୍କ ନିଷ୍ପତ୍ତି ବିଷୟରେ ଅବଗତ କରାଇଛନ୍ତି। କଂଗ୍ରେସର ସମସ୍ତ ଭୋଟ ମିଳିତ!-->…
