News portal website
before header
Browsing Category

ଅପରାଧ

ଏନକାଉଣ୍ଟରରେ ଟଳିଲେ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକରି

ପଞ୍ଜାବୀ ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟାକରିଙ୍କୁ ଏନକାଉଣ୍ଟର । ଆଜି ପଞ୍ଜାବର ଅମୃତସରର ଅଟାରୀ ନିକଟରେ ଏନ୍‌କାଉଣ୍ଟରରେ ମୁସେୱାଲାଙ୍କ ହତ୍ୟାରେ ସାମିଲ ଥିବା ଜଣେ ଗ୍ୟାଙ୍ଗଷ୍ଟର ପ୍ରାଣ ହରାଇଛି। ଆଉ ଜଣଙ୍କୁ ପୁଲିସ କାବୁ କରିଛି। ଅନ୍ୟପକ୍ଷରେ ଗ୍ୟାଙ୍ଗଷ୍ଟରଙ୍କ ଗୁଳିମାଡରେ ୩ ଜଣ ପୁଲିସ

ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ଡାକ୍ତର

ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଲେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଡାକ୍ତର ଉମାକାନ୍ତ ଖେଜୁରିଆ। ଗତକାଲି ଉମାକାନ୍ତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ସେ ୧୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସରେ ହାତରେ ଧରାପଡ଼ିଥିଲେ । LIC ଡେଥ କ୍ଲେମ କେସ ବାବଦରେ ଫର୍ମ ଦସ୍ତଖତ

ରାଜ୍ୟରେ ଦିନକୁ ୯ ଜଣ ଦୁଷ୍କର୍ମର ଶିକାର

ରାଜ୍ୟରେ ଦିନକୁ ୯ ଜଣ ଦୁଷ୍କର୍ମର ଶିକାର ହେଉଛନ୍ତି। ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ୨୦୨୧ ଶ୍ବେତପତ୍ରରୁ ଏହି ତଥ୍ୟ ସାମ୍ନାକୁ ଆସିଛି । ରିପୋର୍ଟ ଅନୁଯାୟୀ ପ୍ରତି ମାସରେ ରାଜ୍ୟରେ ୪୫ ଜଣ ଡକାୟତିର ଶିକାର ହେଉଛନ୍ତି। ୨୦୨୦ ତୁଳନାରେ ଦୁଷ୍କର୍ମ ଓ ଡକାୟତି ମାମଲା ବଢ଼ିଛି। ଶ୍ବେତ ପତ୍ର

ରାଞ୍ଚିରେ SIଙ୍କୁ ଗାଡ଼ି ମଡାଇ ହତ୍ୟା

ହରିୟାଣା ମର୍ଡର ଘଟଣାର ପୁନରାବୃତ୍ତି ଘଟିଛି। ରାଞ୍ଚିରେ SIଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମହିଳା ସବ୍ ଇନ୍ସପେର ସନ୍ଧ୍ୟା ଟୋପ୍ନୋଙ୍କୁ ଗାଡ଼ି ମଡାଇ ହତ୍ୟା କରାଯାଇଛି। ରାଞ୍ଚତ୍ର ତୁପୁଦନା ଅଞ୍ଚଳରେ ଯାଞ୍ଚ ବେଳେ ଗାଡ଼ି ମଡାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।

ଡିଏସ୍‌ପିଙ୍କୁ ଡମ୍ପର ଚଢ଼ାଇ ହତ୍ୟା କଲେ ଖଣି ମାଫିଆ

ଡିଏସ୍‌ପିଙ୍କୁ ଡମ୍ପର ଚଢ଼ାଇ ମାରି ଦେଲେ ଖଣି ମାଫିଆ। ଏ ଭଳି ଏକ ଅଭାବନୀୟ ଘଟଣା ଘଟିଛି ହରିୟାଣାର ନୂହଁରେ । ନୂହଁରେ ପଥର ମାଫିଆଙ୍କୁ ଧରିବାକୁ ଯାଇ ପ୍ରାଣ ହରାଇଲେ ଡିଏସ୍‌ପି ସୁରେନ୍ଦ୍ର ସିଂ ବିଷ୍ଣୋୟୀ। ଯୋଜନାବଦ୍ଧ ଭାବେ ତାଙ୍କ ଉପରେ ଡମ୍ପର ଚଢ଼ାଇ ଦେଇ ପଥର ମାଫିଆ ହତ୍ୟା କରିଥିବା

ନାବାଳିକାକୁ ଦୁଷ୍କର୍ମ, ୫ ଅଟକ

କାଳିଆପାଣି ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ, ୫ ଅଟକ । ତେବେ ଦୁର୍ବୁତ୍ତ କବଳରୁ ବର୍ତ୍ତିବାକୁ ଛାତରୁ ଡେଇଁ ପଡ଼ିଲେ ଜଣେ ନାବାଳିକା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ଘଟଣା ହେଉଛି ଯାଜପୁର ଜିଲ୍ଲାର। ସୂଚନା ମୁତାବକ , ରବିବାର ଆନନ୍ଦପୁର ଅଞ୍ଚଳର ଜଣେ

କୋଡ଼ିଏ ଜଣଙ୍କୁ ଆଜୀବନ ଜେଲ୍

ଗୋଟିଏ ହତ୍ୟା ମାମଲାରେ ୨୦ ଜଣଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ପୁରୀ ଜିଲ୍ଲା ପ୍ରଥମ ଶ୍ରେଣୀ ଏଡିଜେ। ଏହି ଦଣ୍ଡାଦେଶ ଶୁଣାଇଛନ୍ତି ପୁରୀ ଜିଲ୍ଲା ପ୍ରଥମ ଶ୍ରେଣୀ ଏଡିଜେ। ତେବେ ଏଠାରେ ସୂଚନାଯୋଗ୍ୟ ଯେ ସରକାରୀ ଜମିର ଚାକୁଣ୍ଡା ଗଛକୁ କେନ୍ଦ୍ର କରି ୨୦୧୨ରେ କଣାସ ଥାନା ଗଳାଜିପିପୁରରେ

ସାଇବର ଲୁଟ୍‌ର ଶିକାର ହେଲେ ସରକାରୀ ଶିକ୍ଷକ

ସାଇବର ଲୁଟ୍‌ର ଶିକାର ହେଲେ ସରକାରୀ ଶିକ୍ଷକ। କ୍ରେଡିଟ୍ କାର୍ଡରୁ ସାଇବର ଠକ ନେଇଗଲେ ୭୩ ହଜାର ଟଙ୍କା। କ୍ରେଡିଟ୍ କାର୍ଡର ବାର୍ଷିକ ଫି’ ଛାଡ଼ ପାଇଁ ସାଇବର ଠକ ଫୋନ୍ କରିଥିଲେ। ସମସ୍ତ ତଥ୍ୟ ଏବଂ ଓଟିପି ନେବା ପରେ ଟଙ୍କା ନେଇଗଲେ ଦୁର୍ବୁତ୍ତ। ଖୋର୍ଦ୍ଧା ବାଣପୁରର ଏହି ଶିକ୍ଷକ ସାଇବର

ଚାଇନା ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର

EOWର ଅନୁରୋଧ କ୍ରମେ ୩ ଚାଇନା ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି । ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଏହି ସର୍କୁଲାର ଜାରି କରାଯାଇଛି। ବେଆଇନ ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଲୋକଙ୍କୁ ଠକିଥିବା ଅଭିଯୋଗରେ ଏହି ସର୍କୁଲାର ଜାରି କରାଯାଇଛି। ତେବେ ଏଠାରେ ସୂଚନାଯୋଗ୍ୟ ଯେ

ସ୍ବିଗି ଡେଲିଭରି ବ୍ଏର ସନ୍ଦେହଜନକ ମୃତ୍ୟୁ

ସ୍ୱିଗି ଡେଲିଭରି ବୟର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି । ଲ’ ୟୁନିଭର୍ସିଟି କଲେଜ ସମ୍ମୁଖରୁ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ ମୃତକ ଜଣକ ହେଉଛନ୍ତି ସିଡିଏ ଅଞ୍ଚଳ। ଫେଜ୍-୨ ପୁଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।