Sign in
Sign in
Recover your password.
A password will be e-mailed to you.
Breaking News
ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!ବଦଳିଲେ ଯାଜପୁର ଜିଲ୍ଲାପାଳ!
Browsing Category
ଓଡିଶା
ବିବାଦ ପରେ ମୁଢ଼ି ଚୂଡା ଇତ୍ୟାଦିରୁ GST ଛାଡ
ବହୁ ବାଦ ବିବାଦ ପରେ GST ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସ୍ପଷ୍ଟୀକରଣ ଦେଇଛନ୍ତି । କିଛି ନିର୍ଦ୍ଦିଷ୍ଟ ଖାଦ୍ୟ ସାମଗ୍ରୀ ଖୋଲାରେ GST ବିକିଲେ ଲାଗୁ ହେବ ନାହିଁ। ଡାଲି, ଗହମ, ରାଇ, ଓଡ୍ସ, ମକ୍କା, ଚାଉଳ, ଅଟା, ସୁଜି, ବେସନ, ମୁଢ଼ି ଏବଂ ଲସି ଖୋଲାରେ ବିକ୍ରି କଲେ GST ଲାଗୁ!-->…
ପାଇକ ସ୍ମାରକୀ ପାଇଁ ଜମି ହସ୍ତାନ୍ତରକୁ କ୍ୟାବିନେଟ୍ ମଞ୍ଜୁରୀ
ପାଇକ ବିଦ୍ରୋହର ସ୍ମୃତି ପାଇଁ ବରୁଣେଇ ପାହାଡ଼ ପାଦଦେଶରେ ‘ପାଇକ ସ୍ମାରକୀ’ ନିର୍ମାଣ ପାଇଁ ରାଜ୍ୟ ସରକାର ୧୦ ଏକର ଜମି କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟକୁ ମାଗଣାରେ ଯୋଗାଇ ଦେବାକୁ ଆଜି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
ଦୂଷିତ ହୋଇଛି ମହାନଦୀ ଓ ବ୍ରାହ୍ମଣୀ ନଦୀ ଜଳ
ଦୂଷିତ ହୋଇଛି ମହାନଦୀ ଓ ବ୍ରାହ୍ମଣୀ ନଦୀ ଜଳ। ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ରାଜ୍ୟ ସରକାର। ବିଜେଡି ବିଧାୟକ ଅମର ଶତପଥୀଙ୍କ ପ୍ରଶ୍ନରେ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ଲିଖିତ ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି। ୧୧ଟି ମୁଖ୍ୟ ନଦୀର ୧୨୯ଟି ସ୍ଥାନରେ ଜଳ ମାନ ପରୀକ୍ଷଣରୁ ସ୍ପଷ୍ଟ!-->…
୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ
ଆସନ୍ତା ୨୧ରେ ଇଡି ଅଫିସ ଘେରାଉ କରିବ କଂଗ୍ରେସ। ଘେରାଉ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ସେହିପରି ୨୨ରେ ସବୁ ଜିଲ୍ଲା ମୁଖ୍ୟାଳୟରେ ପ୍ରତିକାତ୍ମକ ପ୍ରତିବାଦ କରିବ କଂଗ୍ରେସ। ସୋନିଆ ଗାନ୍ଧିଙ୍କୁ EDର ଦ୍ୱିତୀୟ ସମନର ପ୍ରତିବାଦ କରିବ କଂଗ୍ରେସ ।
ପୁଣି ଖଟିଆରେ ବୁହାହେଲେ ରୋଗୀ
ପୁଣି ଦେଖିବାକୁ ମିଳିଲା ସ୍ବାସ୍ଥ୍ୟ ବ୍ୟବସ୍ଥାର ବିକଳ ଚିତ୍ର। ଖଟିଆରେ ବୁହାହେଲେ ରୋଗୀ। ଡାକ୍ତରଖାନାରେ ପହଞ୍ଚିବା ପରେ ମୃତ ଘୋଷଣା କଲେ ଡାକ୍ତର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନାକଟିଦେଉଳ ବ୍ଲକ ଘୁସୁରାମାଲ ପଞ୍ଚାୟତ ବଡ଼ବିଲ ଗାଁରେ । ଚାଷ କାମକୁ ଯାଇଥିବା ଜଣେ ବ୍ୟକ୍ତି ହଠାତ୍ ବିଲରେ!-->…
୪ ଜିଲ୍ଲାକୁ ମନରେଗା ଯୋଜନାରେ ଅଧିକ ୨୦୦ ଦିନ କାମ
ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୪ ଜିଲ୍ଲାକୁ ମନରେଗା ଯୋଜନାରେ ଅଧିକ ୨୦୦ ଦିନ କାମ ଯୋଗାଇବେ ରାଜ୍ୟ ସରକାର। ଏହି ୪ ଜିଲ୍ଲା ହେଉଛି ବଲାଙ୍ଗିର, କଳାହାଣୀଡି, ବରଗଡ଼, ନୂଆପଡ଼ା । ଏହି ଜିଲ୍ଲା ଗୁଡ଼ିକର ୨୦ ବ୍ଲକରେ ଲାଗୁ ହେବ ଏହି ନିଷ୍ପତ୍ତି। ଦାଦନ!-->…
କ୍ୟାବିନେଟ ନିଷ୍ପତ୍ତି ରାୟଗଡ଼ା ଜିଲ୍ଲାରେ ୩ଟି ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟରେ ଆଜି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ‘JJM- ଜଳ ଜୀବନ ମିଶନ’, ରାୟଗଡ଼ା ଜିଲ୍ଲାରେ ୩ଟି ପାନୀୟ ଜଳ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଏହା ଦ୍ଵାରା ୨ଟି ବ୍ଲକର ୧୫ଟି ଗ୍ରାମପଞ୍ଚାୟତର ୩୫, ୪୦୦ ଲୋକ ପାନୀୟ ଜଳ ସୁବିଧା ପାଇବେ। ପାନୀୟ ପ୍ରକଳ୍ପକୁ କ୍ୟାବିନେଟରେ!-->…
ଗଞ୍ଜାମ ଋଷିକୂଲ୍ୟା ନଦୀରେ ନିକଟରେ ହେବ ଆନିକଟ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଗଞ୍ଜାମ ଋଷିକୂଲ୍ୟା ନଦୀରେ ନିକଟରେ ହେବ ଆନିକଟ, ବରଦା ଗାଁ ପାଖରେ ୩୬ ମାସରେ ମଧ୍ୟରେ ଶେଷ ହେବ ଆନିକଟ କାମ। ସେହିପରି ବ୍ରହ୍ମପୁର ସହର ଓ ୧୬ଟି ଗାଁକୁ!-->…
କାଶୀପୁରରେ ଦେଖାଦେଲା ‘ଭିବ୍ରିଓ କଲେରା’
ରାୟଗଡ଼ ଜିଲ୍ଲାର କାଶୀପୁର ଅଞ୍ଚଳରେ ଓହଇଜା ବ୍ୟାପିଥିବା ଜଣାପଡିଛି। ତେବେ ଏହା ‘ଭିବ୍ରିଓ କଲେରା’ ବୋଲି RMRC ରିପୋର୍ଟ ଦେଇଛି। ଏକ ସାମ୍ବାଦିକ ସମ୍ମିଳନୀ କରି ରାୟଗଡ଼ା ଜିଲ୍ଲାପାଳ ସୂଚନା ଦେଇଛନ୍ତି ଯେ ଶେଷଥର ପାଇଁ ୨୦୧୭ ମସିହାରେ ଏହି ରୋଗ ଚିହ୍ନଟ ହୋଇଥିବା ବେଳେ ୫ ବର୍ଷ ପରେ ଏବେ!-->…
ବ୍ରହ୍ମପୁର ସହରରେ ବାଧ୍ୟତାମୂଳକ ହେଲା ମାସ୍କ
ବ୍ରହ୍ମପୁର ସହରରେ ବାଧ୍ୟତାମୂଳକ ହେଲା ମାସ୍କ। ଜନଗହଳିପୂର୍ଣ୍ଣ ଅଞ୍ଚଳ, ପାର୍କ, ମନ୍ଦିର, ଓପନ ଜିମ୍ ସହ ବଜାରରେ ଏଣିକି ମାସ୍କ ପିନ୍ଧିବା ବାଧ୍ୟତାମୂଳକ।ରାଜ୍ୟରେ ଏବେ ଦୈନିକ ହଜାରେ ପାଖାପାଖି କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବାକୁ କଡ଼ା ନିୟମ ଲାଗୁ!-->…
