Sign in
Sign in
Recover your password.
A password will be e-mailed to you.
Breaking News
ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!ବଦଳିଲେ ଯାଜପୁର ଜିଲ୍ଲାପାଳ!
Browsing Category
ଓଡିଶା
୫ଦଫା ଦାବି ପୂରଣ ନେଇ ରାଜରାସ୍ତାରେ ଚାଷୀ
ବକେୟା ବୀମା ରାଶି ଦାବିରେ ବରଗଡ଼ରେ ତାତିଲେ ଚାଷୀ।
ପ୍ରଧାନମନ୍ତ୍ରୀ ଫସଲ ବୀମା ପ୍ରଦାନ ସହ, ୫ଦଫା ଦାବି ପୂରଣ ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଚାଷୀ। ରାଜ ବୋଡ଼ାସମ୍ବର କୃଷକ ସଂଗଠନ ପକ୍ଷରୁ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ!-->!-->!-->…
ଆଜି ରାଷ୍ଟ୍ରପତି ନିର୍ବାଚନ
ଆଜି ରାଷ୍ଟ୍ରପତି ନିର୍ବାଚନ । ଭାରତର ୧୬ତମ ରାଷ୍ଟ୍ରପତି ପାଇଁ ଆଜି ହେବାକୁ ଯାଉଛି ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଓଡ଼ିଶା ବିଧାନସଭା ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠକୁ ବୁଥ୍ କେନ୍ଦ୍ର କରାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା!-->…
NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡ଼ି
NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜୁ ଜନତା ଦଳ। ସୂଚନାଯୋଗ୍ୟ ଯେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ୍ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉପରାଷ୍ଟ୍ରପତି!-->…
ଚାଇନା ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର
EOWର ଅନୁରୋଧ କ୍ରମେ ୩ ଚାଇନା ସାଇବର ଲୁଟେରାଙ୍କ ନାଁରେ ଲୁକ୍ ଆଉଟ୍ ସର୍କୁଲାର ଜାରି । ବ୍ୟୁରୋ ଅଫ୍ ଇମିଗ୍ରେସନ ପକ୍ଷରୁ ଏହି ସର୍କୁଲାର ଜାରି କରାଯାଇଛି। ବେଆଇନ ଡିଜିଟାଲ ଲୋନ୍ ଆପ୍ ମାଧ୍ୟମରେ ଲୋକଙ୍କୁ ଠକିଥିବା ଅଭିଯୋଗରେ ଏହି ସର୍କୁଲାର ଜାରି କରାଯାଇଛି। ତେବେ ଏଠାରେ ସୂଚନାଯୋଗ୍ୟ ଯେ!-->…
ନାଗାବଳୀ ନଦୀ ମଝିରେ ଫସିଗଲେ ୨ ପର୍ଯ୍ୟଟକ
ରାୟଗଡ଼ା ନାଗାବଳୀ ନଦୀ ମଝିରେ ଫସିଗଲେ ୨ ପର୍ଯ୍ୟଟକ। ରାୟଗଡ଼ା ନିକଟ ଝୁଲାପୋଲ ନିକଟରେ ହଠାତ୍ ବନ୍ୟାପାଣି ଆସିଯିବାରୁ ଫସିଗଲେ। ନଦୀ ମଝିରେ ଥିବା ଏକ ପଥର ଉପରେ ଉଭୟ ପର୍ଯ୍ୟଟକ ସୁରକ୍ଷିତ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଉଦ୍ଧାର ଉଦ୍ୟମ ଜାରି ରଖିଛି। ନଦୀରେ!-->…
ଓଡ଼ଗାଁରେ ବନ୍ୟା ପରିସ୍ଥିତି
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି। ନୟାଗଡ଼ ଓଡ଼ଗାଁ ବ୍ଲକର ଗୋଡିପଲ୍ଲୀ ରାସ୍ତା ଉପରେ ୩ ଫୁଟ୍ର ବନ୍ୟାଜଳ ପ୍ରବାହିତ ହେଉଅଛି। କୁସୁମୀ ନଦୀରେ ବନ୍ୟା ଜଳ ଆସି କୁରାଳ ଗୋଡିପଲ୍ଲୀ ରାସ୍ତା ଉପରେ ବନ୍ୟା ଜଳ ।ବନ୍ୟା ସ୍ଥିତି ଯୋଗୁଁ ୨୦ଟି!-->…
ମୋଟୁରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ସୁଧାର
ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାର ମୋଟୁ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ଆଶ୍ବସ୍ତିର ବିଷୟ ହେଉଛି ବର୍ତ୍ତମାନ ସ୍ଥିତି ସାମାନ୍ୟ ନିୟନ୍ତ୍ରଣକୁ ଆସିଛି। ପୋଲାଭରମ ବା ଗୋଦାବରୀ ନଈର ପଛୁଆ ପାଣି ଯୋଗୁ ମାଲକାନଗିରି ମୋଟୁ ଅଞ୍ଚଳରେ ଲାଗି ରହିଥିବା ବନ୍ୟା!-->…
ଲଗାଣ ବର୍ଷାରେ ଫୁଲବାଣୀ ଜଳାର୍ଣ୍ଣବ
ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନ ଏବେ ଜଳାର୍ଣ୍ଣବ। ତେବେ ଗତ ରାତିରୁ ବର୍ଷା ଲାଗି ରହିଥିବାରୁ ଫୁଲବାଣୀ ସହରର ବିଭିନ୍ନ ସ୍ଥାନ ଏବେ ଜଳାର୍ଣ୍ଣବ। ସାଲୁଙ୍କି ନଦୀ ବ୍ରିଜ ଉପରେ ୪ ଫୁଟର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି। ସେହିପରି ପ୍ରକୃତି ବିହାର ଓ ମୁଖ୍ୟବଜାର!-->…
ସ୍ବିଗି ଡେଲିଭରି ବ୍ଏର ସନ୍ଦେହଜନକ ମୃତ୍ୟୁ
ସ୍ୱିଗି ଡେଲିଭରି ବୟର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି । ଲ’ ୟୁନିଭର୍ସିଟି କଲେଜ ସମ୍ମୁଖରୁ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମିଳିଥିବା ସୂଚନା ମୁତାବକ ମୃତକ ଜଣକ ହେଉଛନ୍ତି ସିଡିଏ ଅଞ୍ଚଳ। ଫେଜ୍-୨ ପୁଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।
ନିଯୁକ୍ତି କ୍ଷେତ୍ରରେ ଅଣଓଡ଼ିଆଙ୍କୁ ପ୍ରାଧାନ୍ୟ ମହଙ୍ଗା ପଡିଲା ନିଲମ୍ବିତ ହେଲେ ଉତ୍କଳ ହସ୍ପିଟାଲ ସିଇଓ
ବହୁ ବାଦବିବାଦ ପରେ ଚାକିରିରୁ ନିଲମ୍ବିତ ହେଲେ ଉତ୍କଳ ହସ୍ପିଟାଲର କାର୍ଯ୍ୟ ନିର୍ବାହୀ ଅଧିକାରୀ । ଗତ କିଛିଦିନ ତଳେ ସେ ଏକ ସୋସିଆଲ ମିଡ଼ିଆ ପୋଷ୍ଟରେ ଅଣଓଡ଼ିଆଙ୍କୁ ଓପିଡି ମ୍ୟାନେଜରରେ ଭାବେ ନିଯୁକ୍ତି ପାଇଁ ବିଜ୍ଞାପନ ଜାରି କରିଥିଲେ । ଏହାକୁ ନେଇ ବହୁ ବୁଦ୍ଧିଜୀବୀ ଓ ସଚେତକ ନାଗରିକ!-->…
