Sign in
Sign in
Recover your password.
A password will be e-mailed to you.
Breaking News
ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!ବଦଳିଲେ ଯାଜପୁର ଜିଲ୍ଲାପାଳ!
Browsing Category
ଓଡିଶା
୧୯ରେ ରାଜ୍ୟ କ୍ୟାବିନେଟ୍ ବୈଠକ
ଭୁବନେଶ୍ବର : ଜୁଲାଇ ୧୯ ତାରିଖ ପୂର୍ବାହ୍ନ ୧୦ଟାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ଫର୍ମରେ ବୈଠକ ବସିବା ନେଇ ସୂଚନା ମିଳିଛି । ତେବେ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ!-->…
ସୋସିଆଲ ମିଡ଼ିଆରେ ବୁଲୁଛି ଫେକ୍ ଗାଇଡଲାଇନ୍
ସୋସିଆଲ ମିଡିଆରେ ବୁଲୁଛି ଫେକ୍ ଗାଇଡଲାଇନ। ଜୁଲାଇ ଓ ଅଗଷ୍ଟ ମାସ ପାଇଁ ଏସ୍ଆରସିଙ୍କ ପକ୍ଷରୁ କୌଣସି କୋଭିଡ୍ ସର୍କୁଲାର ଜାରି ହୋଇନାହିଁ । କିନ୍ତୁ ସୋସିଆଲ ମିଡ଼ିଆରେ ଫେକ୍ ଗାଇଡଲାଇନ୍ ଘୂରି ବୁଲୁଥିବା ନଜରକୁ ଆସିବା ପରେ ଏସ୍ଆରସିଙ୍କ ପକ୍ଷରୁ ଟ୍ବିଟ୍ ଜରିଆରେ ସ୍ପଷ୍ଟୀକରଣ ଦିଆଯାଇଛି।!-->…
ପାହାଡ଼ରୁ ଉଦ୍ଧାର ହେଲା ଅଜଣା ଯୁବକଙ୍କ ମୃତଦେହ
ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ପଦ୍ମପୁର ଗ୍ରାମ ପଞ୍ଚାୟତ ଝରଣ ଗାଁ ପାହାଡ଼ରୁ ଉଦ୍ଧାର ହେଲା ଜଣେ ଅଜଣା ଯୁବକଙ୍କ ମୃତଦେହ । ତେବେ ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ ଯୁବକଙ୍କ ମୁଣ୍ଡକୁ ପଥର ଛେଚି ହତ୍ୟା କରିବା ପାଇଁ ଉଦ୍ୟମ କରାଯାଇଛି। ତେବେ ମିଳିଥିବା ସୂଚନା ମୁତାବକ ଗତକାଲି!-->…
ଆଜିଠୁ କମିବ ବର୍ଷା
ଆଜିଠାରୁ ବର୍ଷା ପ୍ରକୋପ କମିବ। ୧୭ ଓ ୧୮ ତାରିଖ ଦୁଇ ଦିନ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ଅଞ୍ଚଳରେ!-->…
୨୪ ଘଣ୍ଟାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୨, ଲୋକାଲ କେସ୍- ୩୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୨୩ ଜଣ ଆକ୍ରାନ୍ତ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ।!-->…
୨୪ ଘଣ୍ଟାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୭୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୨, ଲୋକାଲ କେସ୍- ୩୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୨୩ ଜଣ ଆକ୍ରାନ୍ତ
ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକସଂପର୍କ!-->!-->!-->…
ଓଡ଼ିଶା କ୍ରିକେଟ କୋଚ ପଦରୁ ୱାସିମ ଜାଫରଙ୍କ ଇସ୍ତଫା
ଓଡ଼ିଶା କ୍ରିକେଟ କୋଚ ପଦରୁ ଇସ୍ତଫା ଦେଇଛନ୍ତି ୱାସିମ ଜାଫର। ଏ ସମ୍ପର୍କରେ ସୂଚନା ଦେଲା ଓଡ଼ିଶା କ୍ରିକେଟ ଆସୋସିଏସନ। ସୂଚନାଯୋଗ୍ୟ ଯେ ଜାଫରଙ୍କର ୨ ବର୍ଷ ପାଇଁ ହୋଇଥିଲା ଚୁକ୍ତି । ଆଗକୁ ବାଂଲାଦେଶର ୧୯ ବର୍ଷରୁ କମ ବର୍ଗ ଟିମ୍ ପାଇଁ ହେବେ କୋଚ।
ଆଜି ପ୍ରକାଶ ପାଇବ ICSE ଦଶମ ରେଜଲ୍ଟ
ଆଜି ସଂଧ୍ୟା ୫ଟାରେ ପ୍ରକାଶ ପାଇବ ICSE ଦଶମ ପରୀକ୍ଷା ଫଳ। ଛାତ୍ର ଛାତ୍ରୀ ମାନେ cisce.org ୱେବସାଇଟ୍ରେ ପରୀକ୍ଷା ଫଳ ଦେଖି ପାରିବେ। ଏତଦ୍ ବ୍ୟତୀତ SMS ମାଧ୍ୟମରେ ବି ଜାଣିହେବ ପରୀକ୍ଷାଫଳ
ସୁନ୍ଦରଗଡ଼ ଥାନା ଅଧିକାରୀ ସ୍ନିଗ୍ଧାରାଣୀ ସୁନା ସସପେଣ୍ଡ
ନିଲମ୍ବିତ ହେଲେ ବିବାଦୀୟ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା। ସୁନାଙ୍କ ନିଲମ୍ବନ ନେଇ ପୁଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏଠାରେ ସୂଚନାଯୋଗ୍ୟ ଯେ ମହିଳା ଥାନା ଅଧିକାରୀ ଜଣକ ଏକ ଗାଡ଼ି ଧକ୍କାରେ ୩ ଜଣଙ୍କ ମୃତ୍ୟୁକୁ ନେଇ ବିବାଦରେ ଥିଲେ ସୁନା । ବର୍ତ୍ତମାନ ଏହି ଘଟଣାରେ!-->…
ଏଣିକି ‘ନୋ ମାସ୍କ ନୋ ଗୁଡ୍ସ’
ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା କାରଣରୁ କଡା ନିର୍ଦ୍ଦେଶନାମା ଜାରି କରିଛି ବିଏମସି। ଏଣିକି ଆଉ ମାସ୍କ ନପିନ୍ଧିଥିଲେ ଗ୍ରାହକଙ୍କୁ ଜିନିଷ ନଦେବା ପାଇଁ ଦୋକାନୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଦୋକାନ ଆଗରେ 'ନୋ ମାସ୍କ ନୋ ଏଣ୍ଟ୍ରି', 'ନୋ!-->…
