Sign in
Sign in
Recover your password.
A password will be e-mailed to you.
Breaking News
ବଡ଼ଚଣାର କୁବେର AEE ତପନ ସେଠୀଙ୍କୁ ଭିଜିଲାନ୍ସ ରେଡ !ନଅଦିନ ହେଲା ନିଖୋଜ ଟେର ପାଉନି କମିଶନରେଟ ପୋଲିସ !ବଡ଼ଚଣାରେ ମହିଷାଶୁର କିଏ?ଏମିତି ଆସିଛି ଶୁଭେଛା ବାର୍ତ୍ତାଉଦୟଗିରି ଶୋଭନୀୟ ଶିକ୍ଷାଶ୍ରମରେ ଶୋକ ସଭା।ଭାଜପା ଛାଡିଲେ ସିମନ୍ତିନି ଜେନା !ମାଟି ମାଫିଆଙ୍କ ଭୁ-ସ୍ୱର୍ଗ ଭାପୁର ପାଟ!ବର୍ଷାଙ୍କ ନିର୍ବାଚନ ମଣ୍ଡଳୀ ଗ୍ରସ୍ତ ପାଇଁ ବିଜଦର ବୈଠକ!ପର ଜମିରୁ ରାତି ହେଲେ ଚାଲିଛି ମାଟି ଚାଲାଣ!ଏକାଠି ହେଲେ ଜନ୍ମେଜୟ ସମର୍ଥକ ଟିକେଟ ନେଇ ବଢ଼ିଲା ସସପେନ୍ସ!
Browsing Category
ଓଡିଶା
କଟକ ଜଗତପୁରରୁ ମୃତ ହାତୀ ଉଦ୍ଧାର…. ଗତ ଶୁକ୍ରବାର ମୁଣ୍ଡଳୀ ବ୍ୟାରେଜରୁ ହାତୀଟି ଭାସି ଆସିଥିଲା
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ଉଦ୍ଧାର ହେଲା ଦନ୍ତା ହାତୀର ମୃତଦେହ। ଗତ ଶୁକ୍ରବାର ଦିନ ମୁଣ୍ଡଳୀ ବ୍ରିଜ୍ ରୁ ଭାସି ଯାଇଥିବା ଦନ୍ତା ହାତୀର ମୃତଦେହ ଆଜି ଉଦ୍ଧାର ହୋଇଛି । କଟକ ଜଗତପୁର ନିକଟ ସାତବାଟିଆରୁ ମୃତ ହାତୀର ଶବ ଉଦ୍ଧାର ହୋଇଛି। ରବିବାର ଅର୍ଥାତ୍ ଆଜି!-->!-->!-->!-->!-->…
କଳିଙ୍ଗାପାଟନମ୍-ଗୋପାଳପୁର ମଧ୍ୟରେ ଗତି କରିବ କରିବ ସାମୁଦ୍ରିକ ଝଡ଼ ” ଗୁଲାବ “
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ଗୋପାଳପୁରର ନିକଟତର ହେଉଛି ସାମୁଦ୍ରିକ ଝଡ଼ ‘ଗୁଲାବ୍’। ଏହା ପ୍ରଭାବରେ ରାଜ୍ୟର ଉପକୂଳ ଅଞ୍ଚଳରେ ଆଜି ଭୋରରୁ ବର୍ଷା ଆରମ୍ଭ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଏବେ ଗୋପାଳପୁର ଠାରୁ ପୂର୍ବ ଦକ୍ଷିଣ ପୂର୍ବ ଦିଗକୁ!-->!-->!-->!-->!-->!-->!-->…
ଜଳପ୍ରପାତକୁ ଡେଇଁ ପଡ଼ିଲେ ପ୍ରେମୀଯୁଗଳ !
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ଜଳପ୍ରପାତକୁ ଡେଇଁ ପଡ଼ିଲେ ପ୍ରେମୀଯୁଗଳ । ଆଜି ସକାଳୁ ସକାଳୁ ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଗୋଧସ ଜଳପ୍ରପାତରେ । ଜଳପ୍ରପାତ ନିକଟରେ ଗୋଟିଏ ବାଇକ୍, ପୋଷାକପତ୍ର ଓ ଘଣ୍ଟା ଅଛି। ସେମାନେ ଏସବୁ!-->!-->!-->!-->!-->!-->!-->…
ବାତ୍ୟାର ନାଁ ‘ ଗୁଲାବ ‘ କାହିଁକି ?
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ଓଡ଼ିଶାକୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଭୟଙ୍କର ବାତ୍ୟା ଆସିଛି। ସେ ଫାଇଲିନ ହେଉ କିମ୍ବା ତିତଲି, ଅମ୍ପନ ଅବା ୟାସ୍। ରାଜ୍ୟବାସୀ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ବାତ୍ୟାର ସମ୍ମୁଖୀନ ହେଉଛନ୍ତି। ଏବେ ଆଉ ଏକ ବାତ୍ୟା " ଗୁଲାବ "!-->!-->!-->!-->!-->!-->!-->…
ବାତ୍ୟା ମୁକାବିଲା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍, ନମ୍ବର ହେଉଛି ୦୬୭୪- ୨୩୯୩୯୫୮
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ସମ୍ଭାବ୍ୟ ବାତ୍ୟା ଗୁଲାବ ପାଇଁ ପ୍ରସ୍ତୁତି ଜୋରଦାର କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ସମୀକ୍ଷା ବୈଠକ କରିଛନ୍ତି। ସେହିପରି ଏସ୍ଆରସି ମଧ୍ୟ ଲଗାତାର ଅପଡେଟ ଦେଉଛନ୍ତି। ଅପରପକ୍ଷରେ ଉଦ୍ଧାର କାର୍ଯ୍ୟ ମଧ୍ୟ ଜାରି ରହିଛି।!-->!-->!-->!-->!-->!-->!-->…
ବାତ୍ୟା ‘ଗୁଲାବ’ ର ପ୍ରଭାବ : ଗଜପତି ଗୁମ୍ମାରେ ଧସିଲା ମାଟି ଅତଡ଼ା
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା 'ଗୁଲାବ' । ଏବେଠୁ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଗଜପତି ଜିଲ୍ଲାରେ ବର୍ଷା ଲାଗି ରହିଛି । ଗୁଲାବର ପ୍ରଭାବରେ ଗୁମ୍ମା ବ୍ଲକ ନାମନଗଡ଼ ଠାରୁ ଅଜୟଗଡ଼ ରାସ୍ତାରେ ମାଟି ଅତଡ଼ା ଧସି ରାସ୍ତା!-->!-->!-->!-->!-->!-->!-->…
ଉଗ୍ରବାଦ ପ୍ରଭାବିତ ଅଞ୍ଚଳରେ ଭିତ୍ତିଭୂମିର ବିକାଶ ଦାବି କଲେ ମୁଖ୍ୟମନ୍ତ୍ରୀ
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ବସିଥିବା ମାଓ ପ୍ରଭାବିତ ରାଜ୍ୟର ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେତେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଦେଇଛନ୍ତି । ପ୍ରମୁଖ ପ୍ରସ୍ତାବ ଗୁଡିକ ମଧ୍ୟରେ ରହିଛି -!-->!-->!-->!-->!-->!-->!-->…
ଦିଲ୍ଲୀରୁ ବାତ୍ୟା ‘ଗୁଲାବ’ର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଅପରାହ୍ଣ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ…
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ସମ୍ଭାବ୍ୟ ବାତ୍ୟା 'ଗୁଲାବ'ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀ ଗସ୍ତରେ ଥାଇ ମଧ୍ୟ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସମୀକ୍ଷା!-->!-->!-->!-->!-->!-->!-->…
ବାତ୍ୟା ପାଇଁ ଆସନ୍ତା କାଲି ୧୧ ଜିଲ୍ଲାରେ ସ୍କୁଲ ଛୁଟି
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ସ୍ଥଳଭାଗ ମୁହାଁ ସମ୍ଭାବ୍ୟ ବାତ୍ୟା ଗୁଲାବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପ୍ରକାରର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିପାଇଁ ଆସନ୍ତାକାଲି ବାତ୍ୟା ପ୍ରଭାବିତ ୧୧ ଜିଲ୍ଲାରେ ସ୍କୁଲ ଛୁଟି ରହିବ । ମଙ୍ଗଳବାର ସ୍ଥିତିକୁ!-->!-->!-->!-->!-->!-->!-->…
ଭିଜିଲାନ୍ସ ପଞ୍ଝାରେ ଗୋପ ଥାନା ଏଏସଆଇ ରାଧାଶ୍ୟାମ ନାୟକ
ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ୱର
ତା-୨୬-୦୯-୨୦୨୧
ଭିଜିଲାନ୍ସ ଜାଲରେ ଥାନା ବାବୁ। ଏଭଳି ଏକ ଘଟଣା ଘଟିଛି ପୁରୀ ଜିଲ୍ଲାର ଗୋପରେ । ମିଳିଥିବା ସୂଚନା ଅନୁସାରେ, ଭିଜିଲାନ୍ସ ଜାଲରେ ପଡିଛନ୍ତି ଗୋପ ଥାନା ଏଏସଆଇ ରାଧାଶ୍ୟାମ ନାୟକ। ଜମିବାଡି ଵିଵାଦର ସମାଧାନ ପାଇଁ ୨ହଜାର ଟଙ୍କା ଲାଞ୍ଚ!-->!-->!-->!-->!-->!-->!-->…
