News portal website
before header
Browsing Category

ଦେଶ ବିଦେଶ

ରାଷ୍ଟ୍ରପତି ନିର୍ବାଚନ: ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସକାଳ ୧୦ଟାରୁ ମତଦାନ ଆରମ୍ଭ ହୋଇଛି। ତେବେ ଏହି କ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ସେହିପରି ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଭୋଟ୍ ଦେଇଛନ୍ତି। ତେବେ ଏଠାରେ…

ଇସ୍ତଫା ଦେଲେ ଧନଖଡ଼ ଅତିରିକ୍ତ ଦାୟିତ୍ବ ନେଲେ ଲା. ଗଣେଶନ୍‌

ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖଡ଼େଙ୍କ ଇସ୍ତଫା ପରେ ମଣିପୁରର ରାଜ୍ୟପାଳ ଲା. ଗଣେଶନ୍‌ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଷ୍ଟ୍ରପତି । ଲା. ଗଣେଶନ୍‌ ଉଭୟ ମଣିପୁର ଏବଂ ପଶ୍ଚିମବଙ୍ଗର ରାଜ୍ୟପାଳ ଦାୟିତ୍ବରେ ରହିବେ। ତେବେ ଏଠାରେ ସୂଚନାଯୋଗ୍ୟ ଯେ , ଅଗଷ୍ଟ ୬ ତାରିଖରେ ହେବାକୁ ଥିବା…

ମଧ୍ୟପ୍ରଦେଶ ମ୍ୟୁନିସିପାଲିଟି ନିର୍ବାଚନରେ ​​ବିଜେପି ଆଗୁଆ ମେୟର ପଦ ଜିତି ଡେବ୍ୟୁ କଲା ଆପ୍‌

ମଧ୍ୟପ୍ରଦେଶ ସହରାଞ୍ଚଳ ସଂସ୍ଥା ନିର୍ବାଚନ ଫଳାଫଳ ଧୀରେ ଧୀରେ ସାମ୍ନାକୁ ଆସୁଛି। ପ୍ରଥମ ପର୍ଯ୍ୟାୟରେ ୧୧ ଟି ମ୍ୟୁନିସିପାଲିଟି କର୍ପୋରେସନ୍ ମଧ୍ୟରୁ ବିଜେପି ୭, କଂଗ୍ରେସ ୩ ଓ ଆମ୍ ଆଦମୀ ପାର୍ଟି ଜିତିଛି। ତେବେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବିଷୟ ହେଉଛି ଯେ ଦିଲ୍ଲୀ ଓ ପଞ୍ଜାବରେ କ୍ଷମତା…

ଅଳିଆ ଗାଡ଼ିରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବାରୁ ଚାକିରୀରୁ ବିଦା ହେଲେ ସଫେଇ କର୍ମଚାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡ଼ିରେ ନେବା କାରଣରୁ ଚାଲିଗଲା ଚାକିରୀ। ଜଣେ ସଫେଇ କର୍ମଚାରୀ ଏହି ଦୁଇ ନେତାଙ୍କ ଫଟୋକୁ ଅଳିଆ ଗାଡ଼ିରେ ଭର୍ତ୍ତି କରି ନେଉଥିଲେ। ଏହି ସମୟରେ ରାଜସ୍ଥାନର ଅଲୱାରରୁ ଆସିଥିବା କିଛି ଲୋକ ତାଙ୍କୁ…

ଏଲଓସିରେ ବିସ୍ଫୋରଣ କ୍ୟାପ୍ଟେନଙ୍କ ସମେତ ୨ ଯବାନ ସହିଦ

ଏଲଓସିରେ ବଡ଼ ଧରଣର ଅଘଟଣ।  ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲା ଅନ୍ତର୍ଗତ ମେନ୍ଧର ସେକ୍ଟର ସୀମାରେ ବିଛା ଯାଇଥିବା ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣେ ଆର୍ମି କ୍ୟାପ୍ଟେନ ଓ ଜେସିଓ ସହିଦ ହୋଇଥିବା ସୂଚନା ମିଳିଛି। ଏଥିରେ ସ୍ଥଳ ସେନାର ଆଉ ୪ ଜଣ ଯବାନ ଗୁରୁତର ଆହତ ମଧ୍ୟ…

ଆଜି ରାଷ୍ଟ୍ରପତି ନିର୍ବାଚନ

ଆଜି ରାଷ୍ଟ୍ରପତି ନିର୍ବାଚନ । ଭାରତର ୧୬ତମ ରାଷ୍ଟ୍ରପତି ପାଇଁ ଆଜି ହେବାକୁ ଯାଉଛି ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଓଡ଼ିଶା ବିଧାନସଭା ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠକୁ ବୁଥ୍ କେନ୍ଦ୍ର କରାଯାଇଛି । ସକାଳ ୧୦ଟାରୁ ସନ୍ଧ୍ୟା…

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡ଼ି

NDA ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜୁ ଜନତା ଦଳ। ସୂଚନାଯୋଗ୍ୟ ଯେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେଉଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ୍ । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଫୋନରେ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଉପରାଷ୍ଟ୍ରପତି…

ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା

ବିରୋଧୀ ଦଳ ଉପରାଷ୍ଟ୍ରପତି ପ୍ରାର୍ଥୀ ହେଲେ ମାର୍ଗାରେଟ ଆଲଭା। ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କ ବିପକ୍ଷରେ ପ୍ରାର୍ଥୀ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତ୍ରୀ ମାର୍ଗାରେଟ ଆଲଭା । ତେବେ ଏଠାରେ ସୂଚନାଯୋଗ୍ୟ ଯେ ମାର୍ଗାରେଟ ଆଲଭା ଗୋଆ, ଗୁଜୁରାଟ, ରାଜସ୍ଥାନ ଏବଂ…

ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ୱୀ – ‘ଆମେ ରାଷ୍ଟପ୍ରତି ଭବନରେ ମୂର୍ତ୍ତି ଚାହୁଁନୁ’

ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏବେ ମାହୋଲ ସରଗରମ । ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଏକ ପ୍ରକାର ସୁନିଶ୍ଚିତ । ଏହାରି ଭିତରେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କରି କହିଛନ୍ତି,…

ଟିକାକରଣରେ ରେକର୍ଡ ୨ ଶହ କୋଟି ଡୋଜ୍ କ୍ଲବରେ ସାମିଲ ହେଲା ଭାରତ

ଟୀକାକରଣରେ ଭାରତ ପୁଣି ଇତିହାସ ରଚିଲା। ୨ ଶହ କୋଟି ଡୋଜ୍ କ୍ଲବରେ ସାମିଲ ହେଲା ଭାରତ। ୧୮ ମାସରେ ୨ଶହ କୋଟି ଡୋଜ୍ ପୂରଣ କଲା ଦେଶ।୫୦ଟି ଦେଶକୁ ପ୍ରାୟ ୨୩ କୋଟି ଡୋଜ୍ ରପ୍ତାନୀ କରିଛି ଭାରତ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ। ଦେଶରେ…