News portal website
before header
[URIS id=5393]

ଇଡି ଜାଲରେ ପ୍ରଦୀପ ପାଣିଗ୍ରାହୀ

0 205

ଭୁବନେଶ୍ବର:

ତା-୪-୧୨-୨୦୨୦

 ଆଇଏଫ୍ଏସ ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କାରବାର ସଂପର୍କରେ ଇଡି ତଦନ୍ତ ପ୍ରସଙ୍ଗରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବି ତଦନ୍ତ ପରିସରକୁ ଆଣିବ ଇଡି। ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ତଦନ୍ତ ପରିସରଭୁକ୍ତ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏନେଇ କ୍ରାଇମବ୍ରାଞ୍ଚକୁ ଏତଲା କପି ମାଗିଛି ଇଡି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ମାଧବ ମିଶ୍ର ଏ ନେଇ ସୂଚନା ଦେଇଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.