News portal website
before header
[URIS id=5393]

ଏଥର ହେବନି +3 ଓ ପିଜି ପରୀକ୍ଷା

0 178

ଭୁବନେଶ୍ବର:

Notice

ତା-୭-୧୨-୨୦୨୦

କରୋନା ମହାମାରୀ ଯୋଗୁଁ ଚଳିତ ଥର ହେବନି ୟୁଜି ଓ ପିଜି ପରୀକ୍ଷା । ଯେହେତୁ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଶ୍ରେଣୀ ଗୃହରେ ପଢ଼ାଯାଇ ନାହିଁ ସେଥିଲାଗି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଶ୍ରେଣୀଗୃହ ପାଠ୍ୟକ୍ରମ ଆରମ୍ଭ ହେବା ପରେ ପରୀକ୍ଷା ନେଇ ବିଚାର କରିବାକୁ ସମସ୍ତ କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖି ଜଣାଇଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.