News portal website
before header
[URIS id=5393]

ଆକାଶ ପାଠକଙ୍କୁ ରିମାଣ୍ଡରେ ନେବ କମିସନରେଟ ପୋଲିସ

0 184

ଭୁବନେଶ୍ବର:

ତା-୮-୧୨-୨୦୨୦

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଭାବି ଜ୍ବାଇଁ ଆକାଶ ପାଠକଙ୍କୁ ରିମାଣ୍ଡରେ ନେବ କମିସନରେଟ ପୋଲିସ । ଏଥିପାଇଁ ଖୁବ୍‌ଶୀଘ୍ର କୋର୍ଟରେ ଆବେଦନ କରାଯିବ । ରିମାଣ୍ଡରେ ଆଣି ଆକାଶଙ୍କ ଦସ୍ତଖତ ନମୁନା ସଂଗ୍ରହ କରାଯିବ ବୋଲି ସୂଚନା ମିଳିଛି । ଦସ୍ତଖତ ନମୁନାକୁ ଯାଞ୍ଚ ପାଇଁ ହ୍ୟାଣ୍ଡରାଇଟିଂ ବ୍ୟୁରୋ ପଠାଯିବ ।
ଟାଟା ନାଁରେ ବାଣ୍ଟିଥିବା ନିଯୁକ୍ତିପତ୍ର ସହ ଦସ୍ତଖତ ମେଳକ କରାଯିବ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.