ଭୁବନେଶ୍ବର:

ତା-୧୩-୧୨-୨୦୨୦
ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରାଉ କଲେ ଘରୋଇ ସ୍କୁଲର ଅଭିଭାବକ।ଅଭିନବ ଉପାୟରେ ଘଂଟ ହୁଳାହୁଳି ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଘରୋଇ ସ୍କୁଲ ପିଲାଙ୍କ ଅଭଭାବକ । ଘରୋଇ ସ୍କୁଲରେ ଫି’ ବିବାଦରେ ମନ୍ତ୍ରୀଙ୍କ ହସ୍ତକ୍ଷପ କରିବା ପାଇଁ ଅଭିଭାବକ ସଂଘ ଦାବି କରିଛନ୍ତି । ଘରୋଇ ସ୍କୁଲର ଫି ବିବାଦ ଏବେ ହାଇକୋର୍ଟରେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ମଧ୍ୟ ଦାଖଲ କରାଯାଇଛି । ଘରୋଇ ସ୍କୁଲ ଫି ନିର୍ଦ୍ଧାରଣ ଉପରେ ସରକାରଙ୍କ କୌଣସି ଆଇନ୍ ନାହିଁ ବୋଲି ସରକାର ଯୁକ୍ତି ବାଢିଥିଲେ । ତେଣୁ ଏଥିରେ ସରକାର ହସ୍ତକ୍ଷେପ କରି ପାରିବେ ନାହିଁ । ତେବେ ଅନ୍ୟ ରାଜ୍ୟରେ ଘରୋଇ ସ୍କୁଲ ଉପରେ ସରକାରଙ୍କ ଅଙ୍କୁଶ ଥିବା ବେଳେ ଓଡିଶାରେ କାହିଁକି ନାହିଁ ବୋଲି ଅଭିଭାବକ ସଂଘ ପ୍ରଶ୍ନ କରିଛନ୍ତି ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia
