News portal website
before header
[URIS id=5393]

ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତିର ପେଡି ଖୋଲିବ କ୍ରାଇମବ୍ରାଞ୍ଚ

0 177

ଭୁବନେଶ୍ବର: 

Notice

ତା-୧୫-୧୨-୨୦୨୦

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି। ବର୍ତ୍ତମାନ ପ୍ରଦୀପ ଙ୍କୁ ୨ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଂଚ । ପ୍ରଦୀପ ପାଣିଗ୍ରାହୀଙ୍କୁ ରିମାଣ୍ଡ ନେବାକୁ ଭୁବନେଶ୍ୱର ଏସଡ଼ିଜେଏମ୍ କୋର୍ଟ ଅନୁମତି ଦେଇଛନ୍ତି । ରିମାଣ୍ଡ ବେଳେ ଠକେଇ ନେଇ ଅଧିକ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ । ଟାଟା ମୋଟରର୍ସରେ ଚାକିରୀ କରାଇ ଦେବା ନାଁରେ ଭାବି ଜ୍ବାଇଁ ଆକାଶ ପାଠକଙ୍କ ସହ ମିଶି ପ୍ରଦୀପ ପାଣିଗ୍ରାହୀ ଲକ୍ଷାଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି । ଏନେଇ ପ୍ରଦୀପଙ୍କ ବିରୋଧରେ ଗଂଜାମରେ ଅନେକ ଅଭିଯୋଗ ଆସିଛି । 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। 

www.austinnews.in

https:facebookaustinnews https:youtubeaustinnews

twitter@austinnewsmedia

Leave A Reply

Your email address will not be published.