News portal website
before header
[URIS id=5393]

ନୂଆବର୍ଷ ପାଇଁ ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ

0 196

Notice

ଭୁବନେଶ୍ବର: 

ତା-୩୧-୧୨-୨୦୨୦

କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି ନାଇଟ କର୍ଫ୍ୟୁ। ରାଜ୍ୟରେ ଗୋଟିଏ ଦିନ ପାଇଁ ଅର୍ଥାତ ଆଜି ରାତି ୧୦ ଟାରୁ ଆସନ୍ତା କାଲି ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ଜାରି ରହିବ। ଏ ନେଇ ସୂଚନା ଦେଇଛନ୍ତି ଏସଆରସି ପ୍ରଦୀପ ଜେନା । ସେ ଟ୍ବିଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି।ଏହି ନାଇଟ କର୍ଫ୍ୟୁ ସମୟରେ ସବୁ ଅତ୍ୟାବଶ୍ୟକ ସେବା ଜାରି ରହିବ । ଜରୁରିକାଳୀନ ସେବାରେ ନିୟୋଜିତ କର୍ମଚାରୀ ଯାଆସ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। 

www.austinnews.in

https:facebookaustinnews https:youtubeaustinnews

twitter@austinnewsmedia

Leave A Reply

Your email address will not be published.