News portal website
before header
[URIS id=5393]

ବଦଳିଲେ ବିଜୁ ମହିଳା ଦଳ ସଭାପତି

0 215

     

Notice

ଭୁବନେଶ୍ବର: 

ତା-୩୧-୧୨-୨୦୨୦

ବିଜୁ ମହିଳା ଦଳ ସଭାପତି ବଦଳିଲେ । ସ୍ନେହାଙ୍ଗିନୀ ଛୁରିଆଙ୍କୁ ମିଳିଛି ମହିଳା ଦଳ ସଭାପତି ଦାୟିତ୍ୱ । ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଦାୟିତ୍ୱ ଦେଇଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ବିଜେଡି ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଦେଲେ ସୂଚନା । ସ୍ନେହାଙ୍ଗିନୀ ଛୁରିଆ ପ୍ରଥମ ଥର ପାଇଁ ୨୦୧୪ ମସିହାରେ ଅତାବିରା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇ ବିଧାନସଭାକୁ ଆସିଥିଲେ । ସେହିପରି ୨୦୧୪ରୁ ୨୦୧୭ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ମନ୍ତ୍ରୀ ରହିଥିଲେ 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। 

www.austinnews.in

https:facebookaustinnews https:youtubeaustinnews

twitter@austinnewsmedia

Leave A Reply

Your email address will not be published.