News portal website
before header
[URIS id=5393]

ସିବିଏସଇ ପରୀକ୍ଷା ତାରିଖ ଘୋଷଣା

0 199

     

ଭୁବନେଶ୍ବର: 

ତା-୩୧-୧୨-୨୦୨୦

ସବୁ ପ୍ରତୀକ୍ଷାର ଅନ୍ତ ହୋଇଛି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନାଥଙ୍କ ସିବିଏସଇ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି । ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୪ରୁ ଆରମ୍ଭ ହେବ ।ମେ ୪ରୁ ଆରମ୍ଭ ହେବାକୁ ଥିବା ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଜୁନ୍ ୧୦ ତାରିଖ ମଧ୍ୟରେ ସରିବ । ପରୀକ୍ଷା ଫଳାଫଳ ଜୁଲାଇ ୧୫ ସୁଦ୍ଧା ପ୍ରକାଶ ପାଇବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୂଚନା ଦେଇଛନ୍ତି । ତେବେ, ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଅଫଲାଇନରେ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।ମାର୍ଚ୍ଚ ୧ ତାରିଖରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଲାଗି ଥିଓରୀ ପରୀକ୍ଷା ଯାଏଁ ସ୍କୁଲରେ ପ୍ରାକ୍ଟିକାଲ ଲାଗି ଅନୁମତି ଦିଆଯିବ ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। 

www.austinnews.in

https:facebookaustinnews https:youtubeaustinnews

twitter@austinnewsmedia

Leave A Reply

Your email address will not be published.