News portal website
before header
[URIS id=5393]

ସୌରଭ ଗାଙ୍ଗୁଲି ଅସୁସ୍ଥ

0 220

କୋଲକାତା:

ତା-୦୨-୦୧-୨୦୨୧

ବିସିସିଆଇର ସଭାପତି ତଥା ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟ ହଠାତ୍ ଖରାପ ହେତୁ ତାଙ୍କୁ କୋଲକାତାର ଉଡଲ୍ୟାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ଜିମରେ ବ୍ୟାୟାମ କରିବା ସମୟରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ଖରାପ ହୋଇଯାଇଥିଲା। ସେ ତାଙ୍କ ହାତ ଏବଂ ପିଠିରେ ଯନ୍ତ୍ରଣା ଅନୁଭବ କଲେ। ଆଜି ସନ୍ଧ୍ୟାରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇ ପାରେ ବୋଲି ସୂଚନା ମିଳିଛି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ।
www.austinnews.in
https:facebookaustinnews https:youtubeaustinnews
twitter@austinnewsmedia

Leave A Reply

Your email address will not be published.