News portal website
before header
[URIS id=5393]

୮ରୁ ଖୋଲିବ ସ୍କୁଲ : ମେ ୩ରେ ମାଟ୍ରିକ ପରୀକ୍ଷା

0 610

Notice

ଭୁବନେଶ୍ୱର: 

ତା-୨-୧-୨୦୨୦

ସବୁ କଳ୍ପନା ଜଳ୍ପନାର ଅନ୍ତ ହେଲା। ଶେଷରେ ସରକାର  ସ୍କୁଲ୍ ଖୋଲିବା ନେଇ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୮ରୁ ରାଜ୍ୟରେ ସମସ୍ତ ବିଦ୍ୟାଳୟ ଖୋଲିବ ।କେବଳ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବାକୁ ନିଷ୍ପତି ନିଆଯାଇଛି।ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୬ ଯାଏଁ  ପାଠପଢ଼ା ଓ ଦ୍ୱାଦଶ ପିଲାଙ୍କ ପାଇଁ ଜାନୁଆରୀ ୮ରୁ ଏପ୍ରିଲ ୨୮ ଯାଏଁ ପାଠପଢ଼ା ଯିବ। ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ କରୋନା ପାଇଁ ଚଳିତ ବର୍ଷ ୧୦୦ ଦିନ ହେବ ପାଠପଢ଼ା ହେବ । ମେ ୩ରୁ ୧୫ ତାରିଖ ଯାଏ ବୋର୍ଡ ପରୀକ୍ଷା ଅନୁଷ୍ଠିତ ହେବ । ମେ’ ୩ରୁ ମାଟ୍ରିକ ପରୀକ୍ଷା

ଆରମ୍ଭ ହେବ। ଦଶମ ବୋର୍ଡ ପରୀକ୍ଷା ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ହେବ।ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ ୧୧ ଯାଏଁ ଚାଲିବ। ଶନି , ରବି ବି ପାଠପଢା ହେବ। ଦଶମ, ପ୍ଲସ ୨ ପିଲାଙ୍କ ପାଇଁ ଶନିବାର ଓ ରବିବାର ବି ପାଠପଢା ହେବ। 

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। 

www.austinnews.in

https:facebookaustinnews https:youtubeaustinnews

twitter@austinnewsmedia

Leave A Reply

Your email address will not be published.