News portal website
before header
[URIS id=5393]

ବେକାବୁ “ଗଞ୍ଜାମ”

0 287

କଠୋର ହେଉଛି ଗଞ୍ଜାମ ସ୍ଥିତି

ଆକ୍ସନ ମୋଡରେ ଗଞ୍ଜାମ ପ୍ରଶାସନ: କାଲିଠୁ ମେ ୨ ଯାଏଁ ବନ୍ଦ ରହିବ ସମସ୍ତ ଦୋକାନ

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ବ୍ରହ୍ମପୁର

୨୫/୪/୨୦୨୧

ସଂକ୍ରମଣର ଚେନ୍‌ ଭାଙ୍ଗିବାକୁ କଠୋର ହେଲେ ଗଞ୍ଜାମ ପ୍ରଶାସନ । ଆସନ୍ତାକାଲିଠୁ ମେ ୨ ତାରିଖ ପର୍ଯ୍ୟନ୍ତ ସମସ୍ତ ଦୋକାନ ବନ୍ଦ ରଖୁବାକୁ ନିଷ୍ପତ୍ତି ହୋଇଛି । ମେଡିସିନ୍ ଷ୍ଟୋର ବ୍ୟତୀତ ଅନ୍ୟ ସବୁ ଦୋକାନ ବନ୍ଦ ରଖୁବାକୁ ହୋଇଛି ନିଷ୍ପତି। ଲୋକଙ୍କ ସୁବିଧା ପାଇଁ ହୋମ୍ ଡେଲିଭେରୀ ସେବା ଯୋଗାଇ ଦିଆଯିବ । ଆସିକା ଚାମ୍ବର ଅଫ୍ କମର୍ସ ପକ୍ଷରୁ ଏହି ଘୋଷଣା କହିଛନ୍ତି ।

ଏହାସହ ବ୍ରହ୍ମପୁର ସିଟି ମେଡିକାଲକୁ ତ୍ୟାଗପୂର୍ଣ୍ଣ ଚିକିତ୍ସା ପାଇଁ ବ୍ୟବହାର କରିବାକୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ ରୋଗୀଙ୍କ ପାଇଁ ୧୦୦ ଶଯ୍ୟା ବିଶିଷ୍ଟ ଏବଂ ଗର୍ଭବତୀ କୋଭିଡ୍ ସଂକ୍ରମିତ ମହିଳାଙ୍କ ପାଇଁ ୨୫ ଶଯ୍ୟା ବିଶିଷ୍ଟ ଉଦ୍ଦିଷ୍ଟ ଥିବା ସ୍ଥିର ହୋଇଛି । ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଉଥିବାରୁ ଚିକିତ୍ସାର ସୁବିଧା ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ।

ସେହିଭଳି ସିଟି ମେଡିକାଲରେ କୋଭିଡ୍ ରୋଗୀଙ୍କ ଚିକିତ୍ସା ନିମନ୍ତେ ବହିଃ ଚିକିତ୍ସା ଏବଂ ଆଇପିଡି ସେବା ବନ୍ଦ ରହିବ । ମେଡିକାଲକୁ ଡେଡିକେଟେଡ୍ କୋଭିଡ୍ ହେଲଥ୍ ସେଣ୍ଟର୍‌ ଭାବେ ଘୋଷଣା କରାଯାଇ ୧୨୫ ଟି ହେଡ୍ ର ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- theaustinnews@gmail.com

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

https://twitter.com/AustinNewsMedia

Leave A Reply

Your email address will not be published.