News portal website
before header
[URIS id=5393]

ସାମ୍ବାଦିକ ହେଲେ “ଫ୍ରଣ୍ଟ ଲାଇନ ଓ୍ବାରିୟର”-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

0 249

ଅଷ୍ଟିନ୍ ନ୍ଯୁଜ/ଭୁବନେଶ୍ବର

ତା-୦୨-୦୫- ୨୦୨୧

ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧା ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ରାଜ୍ୟର ୬୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ । ଏହାସହ କରୋନା ମହାମାରୀ ସମୟରେ ସାମ୍ବାଦିକଙ୍କ କାର୍ଯ୍ୟକୁ ପ୍ରଂଶସା କରିଛନ୍ତି ନବୀନ ।

ମହାମାରୀ ଭଳି ସଙ୍କଟ ସମୟରେ ରାଜ୍ୟବାସୀଙ୍କୁ କରୋନା ସମ୍ପର୍କିତ ଖବର ପହଞ୍ଚାଇବା ସହ ଲୋକଙ୍କୁ ସଚେତନ କରାଉଛନ୍ତି । ମହାମାରୀ ମୁକାବିଲାରେ ସାମ୍ବାଦିକ ମାନେ ଅନେକ ସହାୟତା କରୁଥିବା କହିଛନ୍ତି ନବୀନ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- theaustinnews@gmail.com

ସବୁଠୁ ବଡ କଥା ହେଲା, ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକ୍ରମେ ରାଜ୍ୟର କାର୍ଯ୍ୟରତ ୬୯୪୪ ସାମ୍ବାଦିକ ଉପକୃତ ହେବେ । ଯଦି କରୋନା କାରଣରୁ କୌଣସି ସାମ୍ବାଦିକଙ୍କର ମୃତ୍ୟୁ ହୁଏ ତେବେ ୧୫ ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ ବୋଲି କହିଛନ୍ତି ନବୀନ । ସେହିଭଳି ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଚିକିତ୍ସା ପାଇଁ ୨ ଲକ୍ଷ ଟଙ୍କ ପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଛି ବୋଲି କହିଛନ୍ତି ନବୀନ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.