ନନ୍ଦିଗ୍ରାମ ପାଇଁ ବହୁତ ସଂଘର୍ଷ କରିଥିଲି ହେଲେ ନନ୍ଦିଗ୍ରାମବାସୀ ଯାହା ନିଷ୍ପତ୍ତି ନେଇଛନ୍ତି ତାକୁ ମୁଁ ଗ୍ରହଣ କରୁଛି: ମମତା

ଅଷ୍ଟିନ ନ୍ଯୁଜ/ଭୁବନେଶ୍ୱର
ପଶ୍ଚିମବଙ୍ଗ ରାଜନୀତିରେ ରୋଚକ ମୋଡ।ରାଜ୍ଯର ନିର୍ବାଚନ ଫଳାଫଳ ଆଜି ବାହାରୁଥିବା ଟିଏମସି ସଂଖ୍ଯା ଗରିଷ୍ଠତା ହାସଲ କରିଛି। କିନ୍ତୁ ନନ୍ଦିଗ୍ରାମ ନିର୍ବାଚନ ମଣ୍ଡଳୀରେ ମମତା ବାନାର୍ଜୀ ଙ୍କୁ ହରାଇ ଶୁଭେନ୍ଦୁ ଅଧିକାରୀ ବାଜିମାତ କରିଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia

