News portal website
before header
[URIS id=5393]

ଆରମ୍ଭ ହେଲା ଗ୍ରୀଷ୍ମ ଛୁଟି

0 187

କଟକ / ଅଷ୍ଟିନ୍ ନ୍ୟୁଜ

Notice

ତା-୦୫-୦୫-୨୦୨୧

ରାଜ୍ୟର ସମସ୍ତ ବିଶ୍ଵବିଦ୍ୟାଳୟ, ସରକାରୀ ଓ ବେସରକାରୀ ଡିଗ୍ରୀ କଲେଜ ରେ ଆଜି ଠାରୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରାଯାଇଛି। ଏ ନେଇ ଉଚ୍ଛଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ଆଜି ସମସ୍ତ ବିଶ୍ଵବିଦ୍ୟାଳୟ କୁଳପତି ଓ କଲେଜ ଅଧ୍ୟକ୍ଷ ଙ୍କୁ ଚିଠି ଲେଖି ଜଣାଇଛନ୍ତି।

ଶ୍ରୀ ମିଶ୍ର କହିଛନ୍ତି ଯେ କରୋନା ସଂକ୍ରମଣ ଯୋଗୁ ଏହି ସମୟରେ ଲକ୍ ଡାଉନ କଟକଣା ଲଗାଉଛି। ଏହି ଛୁଟି ସମୟରେ ଅନଲାଇନ ରେ କୌଣସି ପ୍ରକାରର କ୍ଲାସ ବା ପରୀକ୍ଷା କରାଯିବା ନାହିଁ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ପି. ଏଚ୍. ଡି ଓ ଗବେଷଣା କରୁଥିବା ସ୍କଲାର ଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ଇଣ୍ଟରଭିୟୁ କରାଯିବ। ଏହା ଅପରିବର୍ତ୍ତିତ ରହିବ। ଶିକ୍ଷାନୁଷ୍ଠାନ ର ମୁଖ୍ୟ ମାନେ ଏ ଦିଗରେ ପଦକ୍ଷେପ ନେବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.