News portal website
before header
[URIS id=5393]

ଦିଲ୍ଲୀରେ ହୋମ ଆଇସୋଲେସନରେ ଥିବା କୋଭିଡ ରୋଗୀଙ୍କ ପାଖରେ ଅକ୍ସିଜେନ ପହଞ୍ଚାଇବେ ସରକାର ।

0 179

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୬-୦୫-୨୦୨୧

ଦିଲ୍ଲୀରେ ହୋମ ଆଇସୋଲେସନ ରହୁଥିବା ରୋଗୀଙ୍କ ପାଇଁ ବଡ ପଦକ୍ଷେପ ନେଇଛନ୍ତି କେଜ୍ରିୱାଲ ସରକାର । ଜରୁରୀ ପରିସ୍ଥିତିରେ ଘରେ ଆଇସୋଲେସନରେ ଥିବା ରୋଗୀଙ୍କ ପାଖରେ ଅକ୍ସିଜେନ ପହଞ୍ଚାଇବେ ସରକାର ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ହୋମ ଆଇସୋଲେସନ ରୋଗୀ ମଧ୍ୟ ଯେପରି ଘରେ ରହି ସବୁଧା ପାଇପାରିବେ ସେଥିପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର । ଏହାଦ୍ୱାରା ହସ୍ପିଟାଲରେ ଭିଡ ମଧ୍ୟ କମ ରହିବ ।ହୋମ ଆଇସୋଲେସନରେ ଥିବା ଲୋକମାନେ ଯେଉଁମାନଙ୍କର ଅକ୍ସିଜେନ ଆବଶ୍ୟକ ସେମାନେ ଦିଲ୍ଲୀ ସରକାରଙ୍କ ୱେବସାଇଟକୁ ଯାଇ ଆବେଦନ କରିପାରିବେ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଆବେଦନ କରିବା ସହ ଫଟୋ, ଆଧାର କାର୍ଡ, କରୋନା ସଂକ୍ରମିତ ରିପୋର୍ଟ ଅପଲୋର୍ଡ କରିବା ଆବଶ୍ୟକ ।ବର୍ତ୍ତମାନ ଦିଲ୍ଲୀରେ ୫୦ରୁ ଅଧିକ କରୋନା ରୋଗୀ ହୋମ ଆଇସୋଲେସନରେ ରହିଛନ୍ତି । ଏହି ସଂଖ୍ୟାକୁ ନଜରରେ ରଖି ସରକାର ହୋମ ଆଇସୋଲେସନ ଥିବା ରୋଗୀ ମାନଙ୍କ ଉପରେ ଅଧିକ ଗୁରୁତ୍ୱ ଦେଇଛନ୍ତି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.