News portal website
before header
[URIS id=5393]

ଦ୍ୱିତୀୟ ଲହର ଯାଇନାହିଁ, ପୁଣି ଏହି ଦିନଠାରୁ ଦେଶରେ କାୟା ବିସ୍ତାର କରିବାକୁ ଯାଉଛି କରୋନାର ତୃତୀୟ ଲହର

0 218

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୬-୦୫-୨୦୨୧

କରୋନାର ତୃତୀୟ ଲହର ଅବଶ୍ୟମ୍ଭାବୀ ଏହା ନିଶ୍ଚିତ ଆସିବ। ଏବେ ଦ୍ୱିତୀୟ ଲହର ପାଇଁ ସାରା ଦେଶରେ ହାହାକାର ପଡ଼ିଥିବା ବେଳେ, ତୃତୀୟ ଲହର ଆସିବା ସୁନିଶ୍ଚିତ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି କେନ୍ଦ୍ର ସରକାରଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତା କେ. ବିଜୟ ରାଘବନ। ସେ କହିଛନ୍ତି, କରୋନାର ତୃତୀୟ ଲହର ନିଶ୍ଚିତ ଆସିବ। ତେବେ ଏହା କେବେ ଆସିବ କହିହେବନି।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ଏଥିପାଇଁ ଆମ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ପଡ଼ିବ ବୋଲି ସେ କହିଛନ୍ତି। ଏଥିସହ ଦ୍ରୁତ ଗତିରେ ବ୍ୟାପୁଥିବା ନୂଆ ଷ୍ଟ୍ରେନ୍ ସହ ଲଢ଼ିବା ପାଇଁ ଟିକାରେ ମଧ୍ୟ ବିକାଶ ହେବା ଦରକାର ବୋଲି ସେ ମତ ପ୍ରକାଶ କରିଛନ୍ତି।ସେପଟେ ଦେଶର ସର୍ବାଧିକ ପ୍ରଭାବିତ ୫ଟି ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା କମୁଥିବା କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସ୍ୱତନ୍ତ୍ର ସଚିବ ଲବ ଅଗ୍ରନାଲ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତର ପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାରେ ସଂଖ୍ୟା କମୁଥିବା ବେଳେ କର୍ଣ୍ଣାଟକ, କେରଳ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ରାଜସ୍ଥାନ ଓ ବିହାରରେ ବଢୁଥିବା ଦେଖିବାକୁ ମିଳିଛି ବୋଲି ସେ କହିଛନ୍ତି। ୧୨ଟି ରାଜ୍ୟରେ ଏବେ ଆକ୍ଟିଭ୍‌ କେସ୍ ୧ ଲକ୍ଷରୁ ଅଧିକ ରହିଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.