News portal website
before header
[URIS id=5393]

ଲକଡାଉନରେ ବୁଲା ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ

0 176

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୦୯-୦୫-୨୦୨୧

କୋଭିଡ୍‌ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ରାଜ୍ୟରେ ଲକ୍‌ଡାଉନ୍ ଜାରି ରହିଛି । ଏହି ସମୟରେ ବୁଲା ଗାଈଗୋରୁ ଓ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ନଜରରେ ରଖି ବୁଲା ଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୬୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

୫ ମହାନଗର ନିଗମ, ୪୮ଟି ମ୍ୟୁନିସିପାଲଟି ଓ ୬୧ଟି ଏନ୍ଏସି ପାଇଁ ଷାଠିଏ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନଙ୍କ ଜରିଆରେ ବୁଲା ପ୍ରାଣୀ ଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ , ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶ ହଜାର ଟଙ୍କା , ମ୍ୟୁନିସିପାଲଟିଗୁଡ଼ିକ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସିଗୁଡ଼ିକ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

https://www.youtube.com/AustinNewsMedia

http://facebook.com/AustinNewsMedia

Leave A Reply

Your email address will not be published.