News portal website
before header
[URIS id=5393]

୨୫ ରାଜ୍ୟକୁ ମିଳିଲା କୋଭିଡ୍ ସହାୟତା, ଓଡିଶାକୁ ୩୩୩.୮ କୋଟି

0 318

ଅଷ୍ଟିନ୍ ନ୍ୟୁଜ୍ / ଭୁବନେଶ୍ୱର

Notice

ତା-୯-୫-୨୦୨୧

କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ବିଭିନ୍ନ ରାଜ୍ୟକୁ କୋଭିଡ୍ ସହାୟତା ରାଶି ପ୍ରଦାନ କରାଯାଇଛି । ୨୫ଟି ରାଜ୍ୟକୁ ଏହି ସହାୟତା ରାଶି ପ୍ରଦାନ କରିଛି ଅର୍ଥ ମନ୍ତ୍ରାଳୟ । ମୋ ୮୯୨୩. ୮ କୋଟି ଟଙ୍କା ସହାୟତା ରାଶି ଦିଆଯାଇଛି ।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]

ଆନ୍ଧ୍ରପ୍ରଦେଶକୁ ୩୮୭. ୮ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଅରୁଣାଞ୍ଚଳ ପ୍ରଦେଶକୁ ୩୪ କୋଟି, ଆସାମକୁ ୨୩୭.୨ କୋଟି, ବିହାରକୁ ୭୪୧.୮ କୋଟି, ଛତିଶଗଡକୁ ୨୧୫ କୋଟି, ଗୁଜୁରାଟକୁ ୪୭୨.୪ କୋଟି, ହରିୟାଣାକୁ ୧୮୭ କୋଟି, ହିମାଚଳ ପ୍ରଦେଶକୁ ୬୩.୪ କୋଟି, ଝାଡଖଣ୍ଡକୁ ୨୪୯.୮ କୋଟି, କର୍ଣ୍ଣାଟକକୁ ୪୭୫.୪ କୋଟି, କେରଳକୁ ୨୪୦.୬ କୋଟି, ମଧ୍ୟ ପ୍ରଦେଶକୁ ୫୮୮.୮ କୋଟି, ମହାରାଷ୍ଟ୍ରକୁ ୮୬୧.୪ କୋଟି, ମଣିପୁରକୁ ୨୬.୨ କୋଟି, ମିଜୋରାମକୁ ୧୩.୮ କୋଟି, ଓଡିଶାକୁ ୩୩୩. ୮ କୋଟି ପ୍ରଦାନ କରାଯାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ସେହିପରି ପଞ୍ଜାବକୁ ୨୦୫.୨ କୋଟି, ରାଜସ୍ଥାନକୁ ୫୭୦.୮ କୋଟି, ସିକିମକୁ ୬.୨ କୋଟି, ତାମିଲନାଡୁକୁ ୫୩୩.୨ କୋଟି, ତେଲେଙ୍ଗାନାକୁ ୨୭୩ କୋଟି, ତ୍ରିପୁରାକୁ ୨୮.୨ କୋଟି, ଉତ୍ତର ପ୍ରଦେଶକୁ ୧୪୪୧.୬ କୋଟି, ଉତ୍ତରାଖଣ୍ଡକୁ ୮୫ କୋଟି, ପଶ୍ଚିମବଙ୍ଗକୁ ୬୫୨. ୨ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.