News portal website
before header
[URIS id=5393]

ବିନା ଭକ୍ତରେ ହେବ ଆଖଣ୍ଡଳମଣିଙ୍କ ଚନ୍ଦନଯାତ୍ରା

0 168

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୦-୦୫-୨୦୨୧

ବିନା ଭକ୍ତରେ ହେବ ଆଖଣ୍ଡଳମଣିଙ୍କ ଚନ୍ଦନଯାତ୍ରା । କୋଭିଡ କଟକଣା ଅନୁଯାୟୀ ଭିତର ବେଢାରେ ହେବ ଚାପନୀତି । ଆସନ୍ତା ୧୫ରୁ ଅର୍ଥାତ ଅକ୍ଷୟତୃତୀୟା ଠାରୁ ଆରମ୍ଭ ହେବ ଆଖଣ୍ଡଳମଣିଙ୍କ ଚନ୍ଦନଯାତ୍ରା । ୨୧ଦିନ ଧରି ଚାଲିବାକୁ ଥିବା ଏହି ଚନ୍ଦନଯାତ୍ରା କରୋନା କଟକଣା ମଧ୍ୟରେ ସମ୍ପନ୍ନ ହେବ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଗତବର୍ଷ ପରି ଚଳିତବର୍ଷ ମଧ୍ୟ ଶିବଗଙ୍ଗା ପୁଷ୍କରିଣୀରେ ଚାପନୀତି କରାନଯାଇ ମନ୍ଦିର ଭିତର ବେଢାରେ ସୀମିତ ସେବାୟତରେ ସମ୍ପନ୍ନ ହେବ ସବୁ ନୀତିକାନ୍ତି ।ଏନେଇ ଭଦ୍ରକ ଉପଜିଲାପାଳ ତଥା ମନ୍ଦିର ଟ୍ରଷ୍ଟି ଲଟ୍‌କା ଜାରି କରିଛନ୍ତି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଚନ୍ଦନଯାତ୍ରା ପ୍ରାରମ୍ଭରୁ ପ୍ରତିଦିନ ଭୋର ୪ଟାରେ ମନ୍ଦିର ଦ୍ୱାରଫିଟା ନୀତି ସହ ମଙ୍ଗଳ ଆଳତୀ, ଜଳାଭିଷେକ, ଘର୍ଷଣଲାଗି, ପହଡଖିଆନୀତି, ବଡ ଅନ୍ନନୀତିଭୋଗ ଲାଗି ହେବା ପରେ ମଣିବାବାଙ୍କ ଚଳନ୍ତିପ୍ରତିମା ଚନ୍ଦ୍ରଶେଖରଙ୍କୁ ଭିତର ବେଢାର ଯଜ୍ଞମଣ୍ଡପକୁ ବିଜେ କରାଯିବ । ପରେ ରୀତିନୀତି ଅନୁଯାୟୀ ଚାପନୀତି କରାଯିବ ବୋଲି ସ୍ଥିର ହୋଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.