News portal website
before header
[URIS id=5393]

ଆରଟିପିସିଆର କେନ୍ଦ୍ର ପାଇଁ କୋଡ଼ିଏ କୋଟି ମଞ୍ଜୁର।

0 309

ରାଜ୍ଯର ବିଭିନ୍ନ ସ୍ଥାନରେ RTPCR କେନ୍ଦ୍ର ପାଇଁ କୋଡ଼ିଏ କୋଟି ମଞ୍ଜୁର କଲେ ନବୀନ।

Notice

ଅଷ୍ଟିନ୍ ନ୍ୟୁଜ୍/ଭୁବନେଶ୍ୱର

ତା-୧୧-୦୫-୨୦୨୧

ରାଜ୍ୟର ୧୬ଟି ଜିଲ୍ଲା ଯଥା ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ନବରଙ୍ଗପୁର, ମାଲକାନଗିରି, ନୂଆପଡା, ସୋନପୁର, କନ୍ଧମାଳ, ସୁନ୍ଦରଗଡ, ରାୟଗଡ଼ା ଓ ବରଗଡର ସଦର ମହକୁମାରେ ଗୋଟିଏ ଗୋଟିଏ ଆର୍‌ଟିପିସିଆର୍ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋଡ଼ିଏ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ଟେଷ୍ଟିଂ କେନ୍ଦ୍ରଗୁଡିକ ସବୁଦିନ ଲୋକଙ୍କୁ ସେବା ଯୋଗାଇ ଦେବ। ଏଥିନିମନ୍ତେ ପ୍ରତି ଜିଲ୍ଲାରେ ଜଣେ ଲେଖାଏ ମାଇକ୍ରୋ ବାୟୋଲୋଜିଷ୍ଟ୍ ଓ ତିନି ଜଣ ଲ୍ୟାବ୍ ଟେକ୍ନିସିଆନ୍‌ଙ୍କୁ ନିୟୋଜିତ କରାଯିବ। କରୋନା ସଂକ୍ରମଣକୁ ରୋକିବା ଓ ତୁରନ୍ତ ଚିକିତ୍ସା ଆରମ୍ଭ କରିବାରେ ଏହା ବିଶେଷ ସହାୟକ ହେବ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

https://twitter.com/AustinNewsMedia

Leave A Reply

Your email address will not be published.