News portal website
before header
[URIS id=5393]

ବଦଳିଲେ ୩ ଜେଲ ସୁପରିଟେଣ୍ଡେଣ୍ଟ!

0 180

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୩-୦୫-୨୦୨୧

କରୋନାକୁ ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ କରୋନା ମୁକାବିଲା ଭିତରେ ରାଜ୍ୟ ସରକାର ବିଭିନ୍ନ ପଦାଧିକାରୀଙ୍କ ବଦଳି ପ୍ରକ୍ରିୟା ଜାରି ରଖିଛନ୍ତି ।ଗତକାଲି ଆଇଏଏସସ୍ତରରେ ଅଦଳବଦଳ କରାଯାଇଥିବାବେଳେ ଆଜି ୩ ଜେଲ ସୁପରିଟେଣ୍ଡେଣ୍ଟଙ୍କ ବଦଳି କରାଯାଇଛି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ଝାରପଡ଼ା, ପୁରୀ ଓ ବଲାଙ୍ଗିରର ଜେଲ ସୁପରିଟେଣ୍ଡେଣ୍ଟଙ୍କ ଅଦଳବଦଳ କରାଯାଇଛି ।ତଦନୁଯାୟୀ ଝଶରପଡ଼ା ଜେଲ ସୁପରିଟେଣ୍ଡେଣ୍ଟଧିରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ବଦଳି କରାଯାଇଛି । ସେହିପରି ପୁରୀ ଜେଲ ସୁପରିଟେଣ୍ଡେଣ୍ଟ ସରୋଜ କୁମାର ବିଶ୍ୱାଳଙ୍କୁ ଝାରପଡ଼ା ବଦଳି କରାଯାଇଛି । ଏହାଛଡ଼ା ବଲାଙ୍ଗୀର ଜେଲ ସୁପରିଟେଣ୍ଡେଣ୍ଟ ଉର୍ମିଳା ମିଞ୍ଜଙ୍କୁ ପୁରୀ ଜେଲକୁ ବଦଳି କରାଯାଇଥିବା ଜଣାଯାଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.