ବିଏମସି କମିଶନର ବଡ ଘୋଷଣା ୬୦ରୁ ଅଧିକ ବୟସ୍କ ଯେଉଁମାନେ ଟେଷ୍ଟିଂ ସେଣ୍ଟରକୁ ଆସିପାରୁ ନାହାନ୍ତି ସେମାନଙ୍କ ଘରକୁ ବିଏମସି ପଠାଇବ ମୋବାଇଲ୍ ଟିମ୍ । ଏନେଇ ବିଏମସି କମିଶନର ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । କେବଳ ଏତିକି ନୁହେଁ ଟେଷ୍ଟିଂ ଭଳି ଟୀକାକରଣ ପାଇଁ ମଧ୍ୟ ଟୀକାକେନ୍ଦ୍ରକୁ ଆଣି ଟୀକା ଦେଇ ଘରେ ଛାଡ଼ିବା ପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି । ଆସନ୍ତା ସୋମବାର ଏହି ସୁବିଧା ଜାରୀ ହେବ ଅନେଇ ସୂଚନା ଦେଲେ ବିଏମସି କମିଶନର ।

ତେବେ ବରିଷ୍ଠ ନାଗରିକଙ୍କୁ ଏହି ସୁବିଧା ପାଇବାକୁ ହେଲେ ଟୋଲ ଫ୍ରି ନମ୍ବର ୧୯୨୯ରେ ରେଜିଷ୍ଟ୍ରେସନ ଅବା କଲ୍ କରିବା ଆବଶ୍ୟକ । ସେଥିପାଇଁ ଆହୁରି ସଦୃଢ଼ିକରଣ କରାଯାଇଛି ।ଏହାସହ ଅଧିକ ୫ଟି ସୁବିଧା ପାଇପାରିବେ ରାଜଧାନୀବାସୀ । ତେବେ ଲକ୍ଷଣ ଥିଲେ ନଲୁଚାଇବାକୁ ପରାମର୍ଶ ଦିଆଯାଇଛି । ଏହାସହ ଟୀକାକରଣ କେନ୍ଦ୍ର ମଧ୍ୟ ବଢ଼ାଇବାକୁ ଯୋଜନା କରୁଛି ବିଏମସି । ଡ୍ରାଇଭ୍-ଇନ୍ ଭ୍ୟାକ୍ସିନେସନ୍ ପାଇଁ ଆଜି ସନ୍ଧ୍ୟରୁ ସ୍ଲଟ ବୁକିଂ ଆରମ୍ଭ ହେବ ।
ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

