ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

ତା-୧୬-୦୫-୨୦୨୧
କରୋନାର ଦ୍ରୁତ ସଂକ୍ରମଣ ହେତୁ ଫିଲ୍ମ ଓ ସିରିଏଲ ସୁଟିଂ ବନ୍ଦ ରଖିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଇନଡୋର ଓ ଆଉଟଡୋର ସୁଟିଂ ବନ୍ଦ ରଖିବାକୁ ସେ କହିଛନ୍ତି ।

ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ। ଦୈନିକ ୧୦ ହଜାର ପାର୍ ହେଉଛି ସଂକ୍ରମଣ। ସେହିଭଳି ମୃତ୍ୟୁସଂଖ୍ୟାରେ ବି କୌଣସି ବ୍ରେକ ଲାଗୁନି । ତେଣୁ ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
