News portal website
before header
[URIS id=5393]

ରାଜ୍ୟରେ ଥମିବାର ନା ନେଉନାହିଁ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୧୭୩୨ ଆକ୍ରାନ୍ତ ଚିହ୍ନଟ ।

0 168

ରାଜ୍ୟରେ ଥମିବାରେ ନା ନେଉ ନାହିଁ ସଂକ୍ରମଣ।ଗତ ୨୪ ଘଂଟାରେ ରାଜ୍ୟରେ ମୋଟ୍‌ ୧୧୭୩୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬,୫୬୯ ଜଣ ସଂକ୍ରମିତ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫,୧୬୩ ଜଣ ଲୋକାଲ କେସ୍‌ ବା ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨୪ ଘଂଟା ମଧ୍ୟରେ ରାଜ୍ୟରୁ ୧୯ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ।ଏହାରି ମଧ୍ୟରେ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୩୧୩କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୭୧୦ ଚିହ୍ନଟ ହୋଇଥିବା ବେଳେ କଟକରୁ- ୮୭୦, ଅନୁଗୁଳ- ୭୦୦, ସୁନ୍ଦରଗଡ଼- ୬୪୧ ସମ୍ବଲପୁର- ୫୩୮, ବାଲେଶ୍ୱର- ୪୭୨, ମୟୂରଭଞ୍ଜ- ୪୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନବରଙ୍ଗପୁର- ୪୧୭, ଭଦ୍ରକ- ୪୧୪, ବଲାଙ୍ଗିର- ୪୦୧, ଝାରସୁଗୁଡ଼ା- ୩୯୧, ପୁରୀ- ୩୯୦, ଯାଜପୁର- ୩୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଜଗତସିଂହପୁର- ୩୩୦, କୋରାପୁଟ- ୨୮୯, ବୌଦ୍ଧରୁ- ୨୭୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଠିକ୍‌ ସେହିପରି ଭାବରେ କଳାହାଣ୍ଡି- ୨୭୪, ନବରଙ୍ଗପୁର- ୨୬୧, ଗଞ୍ଜାମ- ୨୫୯, ସୁବର୍ଣ୍ଣପୁର- ୨୫୫, ରାୟଗଡ଼ା- ୨୪୫ ଏବଂ ନୂଆପଡ଼ା ଓ କେନ୍ଦୁଝରରୁ ୨୨୦ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଢେଙ୍କାନାଳରୁ ୧୫୩ ଚିହ୍ନଟ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାଲକାନଗିରି- ୧୪୫, କେନ୍ଦ୍ରାପଡ଼ା- ୧୩୯, ଦେବଗଡ଼- ୧୨୯, କନ୍ଧମାଳରୁ ୮୪ ଏବଂ ଗଜପତି ଜିଲ୍ଲାରୁ ୭୭ ଆକ୍ରାନ୍ତ ଚିହ୍ନଟ ହେବା ସହ ଆଜି ଷ୍ଟେଟ୍ ପୁଲ୍‌ର ସଂଖ୍ୟା ୨୬୭ ରହିଛି।

Notice


ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୨ ହଜାର ୨୨୪୪୯୨କୁ ବୃଦ୍ଧି ପାଇଛି। ଏହାସହ ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ୍‌ କେସ୍‌ ୧,୦୭,୪୦୩ ରହିଥିବା ବେଳେ ୫,୦୨,୪୫୫ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଛନ୍ତି।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia

http://facebook.com/AustinNewsMedia
https://twitter.com/AustinNewsMedia

Leave A Reply

Your email address will not be published.