ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ,କମିଟି ତର୍ଜମା କରାଯିବାପାଇଁ । ଏହି କମିଟି ର ମୂଳ ଉଦ୍ଦେଶ୍ଯ।

ଅଷ୍ଟିନ୍ ନ୍ୟୁଜ୍/ଭୁବନେଶ୍ୱର
ତା-୧୬-୦୫-୨୦୨୧
ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗଠନ କରାଯାଇଛି ୮ ଜଣିଆ କମିଟି । ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ,କମିଟି ତର୍ଜମା କରାଯିବାପାଇଁ । ଏହି କମିଟି ର ମୂଳ ଉଦ୍ଦେଶ୍ଯ।
କୋଭିଡ୍ ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ଲାଗି ଗଠନ ହେଲା କମିଟି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗଠନ କରାଯାଇଛି ଏହି କମିଟି । DMETଙ୍କ ଅଧ୍ୟକ୍ଷତାରେ ଏହି ୮ ଜଣିଆ କମିଟି ଗଠନ ହୋଇଛି । ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଏହି କମିଟିର ସଦସ୍ୟ ଆବାହକ ରହିବେ । ଶିଶୁଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ବଢୁଥିବାରୁ କମିଟି ତର୍ଜମା କରିବ ।
ସେହିପରି ସମସ୍ତ ଘରୋଇ ଓ ସରକାରୀ ଚିକିତ୍ସା କେନ୍ଦ୍ରରେ ରହିବ ହେଲ୍ପ ଡେସ୍କ ରାଜ୍ୟର ସବୁ କୋଭିଡ୍ ହସ୍ପିଟାଲରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ । ହେଲ୍ପ ଡେସ୍କ ଗୁଡ଼ିକ ସପ୍ତାହ ସାରା ୨୪ ଘଣ୍ଟା କାର୍ଯ୍ୟ କରିବ ।
ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia

