News portal website
before header
[URIS id=5393]

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା : ଆସନ୍ତା ୨୩ରେ ନେଇପାରେ ବାତ୍ୟାର ରୂପ

0 278

ଅଷ୍ଟିନ୍ ନ୍ୟୁଜ / ଭୁବନେଶ୍ୱର

Notice

ତା-୧୮-୦୫-୨୦୨୧

କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ସୃଷ୍ଟିହେବାର ସମ୍ଭାବନା ରହିଛି । ୨୪ କିମ୍ବା ୨୫ ବେଳକୁ ଏହା ହେବ ବୋଲି ସାଇକ୍ଲୋନ ସେଂଟରର ମୁଖ୍ୟ ରାଜେନ୍ଦ୍ର ଜେନା ପ୍ରକାଶ କରିଛନ୍ତି । ଟ୍ୱିଟ ଯୋଗେ ଭୂବିଜ୍ଞାନ ମନ୍ତ୍ରଣାଳୟର ସଚିବ ମାଧବନ ରାଜୀବନ ସୂଚନା ଦେଇଛନ୍ତି ।

ସେହିପରି ଆରବସାଗରରେ ସୃଷ୍ଟ ବାତ୍ୟା ‘ତାଉତେ’ର ସଠିକ ଆକଳନ ନେଇ ସେ ପାଣିପାଗ ବିଭାଗକୁ ପ୍ରଶଂସା କରିଛନ୍ତି । କିନ୍ତୁ ଏନେଇ ସଠିକ ଭାବେ କିଛି ଆକଳନ କରାଯାଇନାହିଁ । ଏବେ \’ତାଉତେ\’କୁ ନେଇ ଅନୁଶୀଳନ କରାଯାଉଛି ।ଆସନ୍ତାକାଲି ବେଳକୁ ଏନେଇ ସୂଚନା ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ସୂଚନାଯୋଗ୍ୟ ଯେ, ବାତ୍ୟା ତାଉତେ ପାଇଁ ଅନେକ କ୍ଷୟକ୍ଷତି ହୋଇଛି । କେରଳ, କର୍ଣ୍ଣାଟକ, ମହାରାଷ୍ଟ୍ର ସହ ଗୁଜୁରାଟ ବି କ୍ଷତିଗ୍ରସ୍ତ ହୋଇଛି ।ଅପରପକ୍ଷରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନିଶ୍ଚିତ ହୋଇଯାଇଛି । ତେବେ ଏହା ବାତ୍ୟାର ରୂପ ନେବକି ନାହିଁ, ଏହା କେଉଁ ଦିଗରେ ଗତିକରିବ ସେନେଇ ପାଣିପାଗ ବିଭାଗ ଅନୁଶୀଳନ କରୁଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.