News portal website
before header
[URIS id=5393]

ରାଜ୍ୟରେ ଆଜି ସଂକ୍ରମଣ ୧୧ ହଜାର ପାର । ଅଜି ଗୋଟିଏ ଦିନରେ ୧୧୪୯୮ ପଜେଟିଭି ଚିହ୍ନଟ ।

0 194

ରାଜ୍ୟରେ କରୋନ ସଂକ୍ରମଣ କମିବାର ନାଁ ଧରୁନି । ରାଜ୍ୟରେ ୨୪ ଘଣ୍ଟାରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟା କ୍ୱାରେଣ୍ଟାଇନରୁ ୬୪୩୯ ଜଣ ଓ ଲୋକାଲ କେସ୍ ୫୦୫୯ ଜଣ ଚିହ୍ନଟ ହୋଇଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସେହିଭଳି କରୋନାରେ ରାଜ୍ୟରେ ଆଉ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୦୫କୁ ବୃଦ୍ଧି ପାଇଛି।


ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକରୁ ୧୧୦୭ ହୋଇଛନ୍ତି। ଅନୁଗୁଳରୁ ୮୬୭, ସୁନ୍ଦରଗଡ଼ରୁ ୭୦୩, ମୟୂରଭଞ୍ଜରୁ ୫୩୮, ବାଲେଶ୍ୱରରୁ ୫୨୪, ପୁରୀରୁ ୪୨୪ ବରଗଡ଼ରୁ ୩୯୫, ସମ୍ବଲପୁରରୁ ୩୯୩, ନୟାଗଡ଼ରୁ ୩୮୨, ଯାଜପୁରରୁ ୩୭୮, ଜଗତସିଂହପୁରରୁ ୩୨୫, ବୌଦ୍ଧରୁ ୩୧୩, ବଲାଙ୍ଗିରରୁ ୨୯୪, କୋରାପୁଟରୁ ୨୬୬ ଢେଙ୍କାନାଳରୁ ୨୫୧ ଜଣ, ଝାରସୁଗୁଡ଼ାରୁ ୨୪୭, ରାୟଗଡ଼ାରୁ ୨୩୩, ଗଞ୍ଜାମରୁ ୨୨୮, ସୁବର୍ଣ୍ଣପୁରରୁ ୨୨୭, କଳାହାଣ୍ଡିରୁ ୨୦୫, କେନ୍ଦ୍ରାପଡ଼ାରୁ ୨୦୪, କେନ୍ଦୁଝରରୁ ୧୯୩, କୋରାପୁଟରୁ ୨୬୬, ଓ ଷ୍ଟେଟପୁଲରୁ ୨୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।


ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ଲକ୍ଷ ୫୫, ୮୯୯ରେ ପହଞ୍ଚିଥିବା ବେଳେ ୫,୪୬,୬୩୧ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୧ଲକ୍ଷ ୬୮୧୨ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର theaustinnews@gmail.com ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

Leave A Reply

Your email address will not be published.