News portal website
before header
[URIS id=5393]

ମିଗ-୨୧ ଦୁର୍ଘଟଣାଗ୍ରସ୍ତ

0 245

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୧-୦୫-୨୦୨୧

ପଞ୍ଜାବର ମୋଗାରେ ବିଳମ୍ବିତ ରାତି ପ୍ରାୟ ଗୋଟାଏ ବେଳେ ବାୟୁସେନାର ଯୁଦ୍ଧ ବିମାନ ମିଗ-୨୧ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି ।ସୂଚନାନୁସାରେ, ଟ୍ରେନିଂ ବେଳେ ପାଇଲଟ୍ ଅଭିନବ ରାଜସ୍ଥାନର ସୁରତଗଡ଼ରୁ ମିଗ୍-୨୧ର ଉଡ଼ାଣ ଭରିଥଲେ । ଯାହାପରେ ବିମାନଟି କ୍ରାସ୍ ହୋଇଯାଇଛି । ବିମାନ କ୍ରାସ୍ ବେଳେ ପାଇଲଟ୍ ଅଭିନବ ସେଥିରୁ ବାହାରି ପଡ଼ିଥିଲେ ।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ତେବେ ପାଇଲଟ ଜଣକ କେଉଁଠି ତାଙ୍କର ସନ୍ଧାନ ଜାରି ରହିଛି ।ବାୟୁସେନା ଅଧିକାରୀଙ୍କ ଅନୁସାରେ, ମୋଗାର ବାଘାପୁରାନା ଗାଁ ଲଙ୍ଗିୟାନା ଖୁର୍ଦ ନିକଟରେ ଏହି ଅଘଟଣ ଘଟିଛି । ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀଙ୍କ ସହ ବରିଷ୍ଠ ଅଧିକାରୀ ପହଞ୍ଚିଛନ୍ତି । ଏଯାବତ୍ ପାଇଲଟ୍ ଅଭିନବଙ୍କ ଖୋଜ ଖବର ମିଳିନାହିଁ । ଅଭିନବଙ୍କୁ ଖୋଜିବାକୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଛି ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.