News portal website
before header
[URIS id=5393]

ଜୀବନ ମରଣର ସଂଗ୍ରାମରେ କରୋନା ବାଧକ, ଲାଗୁନି ରୋକ

0 257

ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

Notice

ତା-୨୨-୦୫-୨୦୨୧

କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କଟକଣା ଲାଗି ପାରୁନି । ଗତ ୨୪ ଘଣ୍ଟା ଭିତରେ ୨୬ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୫୬ କୁ ବୃଦ୍ଧି ପାଇଛି।

ଯେ କୌଣସି କାର୍ଡ କ୍ରାଫ୍ଟ ଡିଜାଇନର ଉପହାର ପାଇଁ TARA CREATIONS/ତାରା କ୍ରିଏସନସ କୁ ଅର୍ଡର କରନ୍ତୁ-8895752269 /୮୮୯୫୭୫୨୨୬୯। ଅଧିକ ଡିଜାଇନ ଦେଖିବା ପାଇଁ https://www.instagram.com/tara_creations1866?r=nametag ରେ ମେସେଜ କରନ୍ତୁ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ୪ ଜଣ ଲେଖାଏଁ,ନୂଆପଡ଼ା, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ,କଳାହାଣ୍ଡିରୁ ୨ ଜଣ,ବରଗଡ଼, ବଲାଙ୍ଗୀର, ବୌଦ୍ଧ,ଗଜପତି,ଝାରସୁଗୁଡ଼ା, ନବରଙ୍ଗପୁରର, ପୁରୀ ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଉପରୋକ୍ତ କରୋନା ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜଣାଇଛି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.