News portal website
before header
[URIS id=5393]

କାଳ ବୈଶାଖୀ ଆଣିଲା ଆଶ୍ୱସ୍ତି

0 402

କଟକ / ଅଷ୍ଟିନ୍ ନ୍ୟୁଜ

Notice


ତା- ୨୨-୦୫-୨୦୨୧


ଗତ ୪ ଦିନରୁ ଲଗାତର ଭାବେ ହେଉଥିବା ଅସହ୍ୟ ତାତି ଓ ଗୁଳୁଗୁଳି ରୁ ସାମାନ୍ୟ ଆରାମ୍ ଦେଇଛି କାଳ ବୈଶାଖୀ। ସବୁ ରାଜ୍ୟରେ ପାଗ ମୁଖ୍ୟତଃ ମେଘୁଆ ଥିବାବେଳେ କିଛି କିଛି ଜିଲ୍ଲାରେ ସ୍ଵଳ୍ପ ରୁ ମାଧ୍ୟମ ଧାରଣର ବୃଷ୍ଟିପାତ ପରିଲକ୍ଷିତ ହୋଇଛି।

ଅଷ୍ଟିନ୍ ନ୍ୟୁଜ୍ ରେ ବିଜ୍ଞାପନ ଦେବା ପାଇଁ ଏବେ ହିଁ ଯୋଗାଯୋଗ କରନ୍ତୁ ୬୩୭୨୯୪୨୬୫୦/6372942650 Or mail-id- [email protected]


ଏହା ଫଳରେ ରାଜ୍ୟରେ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି। ଅସତ୍ ୩-୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଏହିଭଲି ରହିବ ବୋଲି ସୂଚନା ମିଳିଛି। ସମ୍ଭାବ୍ୟ ବାତ୍ୟା ଯୋଗୁ ହେବାକୁଥିବା ଭୀଷଣ ବର୍ଷା ପାଇଁ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ସେଲସିଅସ୍ ପର୍ଯ୍ୟନ୍ତ କମିବ ବୋଲି ଭୁବନେଶ୍ଵର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in

http://facebook.com/AustinNewsMedia

https://www.youtube.com/AustinNewsMedia

Leave A Reply

Your email address will not be published.