ଅଷ୍ଟିନ ନ୍ୟୁଜ / ଭୁବନେଶ୍ୱର

ତା-୨୩-୦୫-୨୦୨୧
ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୮ ଦୋକାନ । ସୂଚନା ଅନୁସାରେ ରାଜଧାନୀ ଉପକଣ୍ଠ ପୋଖରୀକୁଟ ଅଞ୍ଚଳ ମଧୂସୁଦନ ପାର୍କ ନିକଟରେ ଘଟିଛି ଏହି ଭୟଙ୍କର ଅଗ୍ନିକାଣ୍ଡ ।ବର୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ୮ ଟି ଦୋକାନ ସମ୍ପୂର୍ଣ୍ଣ ଭାବରେ ଜଳି ଯାଇଥିବା ସୂଚନା ମିଳିଛି ।

ଘଟଣା ସମ୍ପର୍କରେ ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ କୁ ଆୟତକୁ ନେବା ପାଇଁ ଚେଷ୍ଟା ଚଳାଇଛି ।ଏପର୍ଯ୍ୟନ୍ତ ଏହି ଅଗ୍ନିକାଣ୍ଡରେ କୌଣସି ମୃହାହତ ଓ ଆହାତଙ୍କ ସୂଚନା ନଥିବା ବେଳେ ଏବେବି ନିଆଁ ଲିଭା କାର୍ଯ୍ୟ ଜାରି ରହିଥିବା ସୂଚନା ମିଳିଛି ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।
http://www.austinnews.in
http://facebook.com/AustinNewsMedia
https://www.youtube.com/AustinNewsMedia
