News portal website
before header
[URIS id=5393]

କାଙ୍ଗୋରେ ଭୟଙ୍କର ଆଗ୍ନେୟଗିରି ବିସ୍ଫୋରଣ,

0 168

କାଙ୍ଗୋର ଗୋମା ସହର ନିକଟରେ ଥିବା ଆଗ୍ନେୟଗିରି ମାଉଣ୍ଟ ନିରାଗୋଙ୍ଗୋ ଶନିବାର ବିସ୍ଫୋରଣ ହୋଇ ସମଗ୍ର ଆକାଶକୁ ଲାଲ କରିଦେଲା । ଖାଲି ସେତିକି ନୁହେଁ ପାହାଡ଼ରୁ ଲାଭା ବହି ଆସି ରାସ୍ତାରେ ପ୍ରବାହିତ ହୋଇଥିବା ଦେଖିବାକୁ ମିଳିଥିଲା । ଆଗ୍ନେୟଗିରି ବିସ୍ଫୋରଣ ଯୋଗୁଁ ସହରର ଲୋକମାନେ ଭୟଭୀତ ହୋଇ ଘର ଛାଡି ଦୌଡ଼ି ଥିଲେ । ତେବେ ଆଗ୍ନେୟଗିରି ବିସ୍ଫୋରଣ ହେତୁ କେତେ ଲୋକଙ୍କର ମୃତ୍ୟୁ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

Notice

ସବୁଠାରୁ ବଡ଼ କଥା ହେଲା ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏନେଇ କୌଣସି ପ୍ରାକ୍‌ ସୂଚନା ଦିଆଯାଇ ନଥିଲା ।ଏହି ଆଗ୍ନେୟଗିରି ଶେଷ ଥର ପାଇଁ ୨୦୦୨ରେ ବିସ୍ଫୋରଣ ହୋଇଥିଲା । ସେତେବେଳେ ଏଠାରେ ଶହ ଶହ ଲୋକଙ୍କର ମୃତ୍ୟୁ ହୋଇଥିଲା । ଖାଲି ସେତିକି ନୁହେଁ, ଲାଭା ବିମାନବନ୍ଦର ପର୍ଯ୍ୟନ୍ତ ପହଞ୍ଚିଥିଲା । ଆଉ ସମସ୍ତ ରନୱେରେ ଜମା ହୋଇଥିବା ଦେଖାଯାଇଥିଲା ।

ଅଷ୍ଟିନ୍ ନ୍ୟୁଜରେ କାର୍ଯ୍ୟ କରିବା ପାଇଁ ଓଡିଶାର ପ୍ରତ୍ଯେକ ବ୍ଲକ ଓ ଜିଲ୍ଲା ସ୍ତରରେ ସାମ୍ବାଦିକ ଓ ସାମ୍ବାଦିକା ଆବଶ୍ଯକ । ଇଛୁକ ପାର୍ଥୀ ଓ ପାର୍ଥୀନି ନିଜର ପରିଚୟ ପତ୍ର [email protected] ରେ ପଠାଇ ପାରିବେ। କିମ୍ବା ୬୩୭୨୯୪୨୬୫୦/6372942650 ନମ୍ବରରେ କାର୍ଯ୍ଯାଳୟ ସହ ଯୋଗାଯୋଗ କରିପାରିବେ।

ଅଧିକ ଖବର ଜାଣିବା ପାଇଁ ଆମର ଓ୍ବେବସାଇଟ ଲଗଇନ କରନ୍ତୁ। ଆମ ସହ ଯୋଡି ହୋଇ ରହିବା ପାଇଁ ଆମର ଫେସବୁକ ପେଜ୍, ୟ୍ଯୁ-ଟ୍ୟୁବ ପେଜ୍, ଟ୍ବିଟର ପେଜ୍ କୁ ଲାଇକ, କମେଣ୍ଟ, ସେୟାର, ଫଲୋ, ସବସ୍କ୍ରିପସନ କରନ୍ତୁ।

http://www.austinnews.in
https://www.youtube.com/AustinNewsMedia
http://facebook.com/AustinNewsMedia
https://twitter.com/AustinNewsMedia

Leave A Reply

Your email address will not be published.